ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ

FacebooktwitterredditpinterestlinkedinmailFacebooktwitterredditpinterestlinkedinmail


ନିର୍ଭୟ ମିଡିଆ: ନୀଳଗିରି
ବାଲେଶ୍ୱର ଜିଲ୍ଲା ନୀଳଗିରି ମିତ୍ରପୁର ରାସ୍ତା ଚନ୍ଦୀପୁର ଛକରେ ଅଜଣା ଗାଡ଼ି ଧକ୍କାରେ ଜଣେ ବାଇକ ଆରୋହୀର ମୃତୁ୍ୟ ହୋଇଛି । ତେବେ ମୃତକ ଜଣକ ହେଲେ ଗଜେନ୍ଦ୍ର ରାଉତ । ତାଙ୍କ ଘର ରାଜନଗର ଅଞ୍ଚଳର ବୋଲି ସୂଚନା ମିଳିଛି । ଶବକୁ ନୀଳଗିରି ପୁଲିସ ଜବତ କରି ବ୍ୟବଚ୍ଛେଦ ପାଇଁ ନୀଳଗିରି ମେଡିକାଲରେ ଭର୍ତ୍ତି କରି ଘଟଣାରେ ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି ।

FacebooktwitterredditpinterestlinkedinmailFacebooktwitterredditpinterestlinkedinmail

Be the first to comment

Leave a Reply

Your email address will not be published.


*