ଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ସଂଧ୍ୟାରେ ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚିବାପରେ ରାଜଭବନରେ ବିଶ୍ରାମ ନେବେ। ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପାରାଦୀପରେ ହେବାକୁ ଥିବା ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି

By Nirvay

Leave a Reply

Your email address will not be published. Required fields are marked *