ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ଜିଲ୍ଲା ସମ୍ମିଳନୀ

FacebooktwitterredditpinterestlinkedinmailFacebooktwitterredditpinterestlinkedinmail


ନିର୍ଭୟ ମିଡିଆ: ବାରିପଦା

ବାରିପଦାର ମହାରାଜା କୃଷ୍ଣଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ସରକାରୀ ଉଚ୍ଚ ବିଦ୍ୟାଳୟସ୍ତରୀୟ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ଜିଲ୍ଲା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ବକ୍ତାମାନେ ଆଲୋଚନା କରିଥିଲେ । ଚୁକ୍ତିଭିତ୍ତିକ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ନିୟମିତ କରିବାକୁ ଦାବି କରାଯାଇଥିଲା । ଜିଲ୍ଲା ସଭାପତି ଦୀପ୍ତିରଞ୍ଜନ ମହାକୁଡଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମ୍ମିଳନୀରେ ଦେବାଶିଷ ସାହୁ, ରାଜ୍ୟ ସଭାପତି ଶୁଭ୍ରଜିତ ପ୍ରତିହାରୀ, ସୌମ୍ୟରଞ୍ଜନ ମଲ୍ଲିକ, ବିଶ୍ୱଜିତ ବିଶ୍ୱାଳ, ଉକ୍ରଳ କୁମାର ଭଦ୍ର ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

FacebooktwitterredditpinterestlinkedinmailFacebooktwitterredditpinterestlinkedinmail

Be the first to comment

Leave a Reply

Your email address will not be published.


*