ଛାତ୍ରଛାତ୍ରୀଙ୍କୁ ପୋଷାକ ବିତରଣ

FacebooktwitterredditpinterestlinkedinmailFacebooktwitterredditpinterestlinkedinmail


ନିର୍ଭୟ ମିଡିଆ : ହିଞ୍ଜିଳିକାଟୁ

ହିଞ୍ଜିଳିକାଟୁ ବ୍ଲକ ଅନ୍ତର୍ଗତ ରାଳବ ଗ୍ରାମର ବିଦ୍ୟାଳୟରେ ପୋଷକ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନ ରାଜେନ୍ଦ୍ର ପ୍ରସାଦ ସାହୁଙ୍କ ଅଧ୍ୟକ୍ଷତାରେ ଏହି ଆୟୋଜିତ କାର୍ଯ୍ୟକ୍ରମରେ ବିଇଓ ବସନ୍ତ କୁମାର ପନ୍ଦା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ଏବିଇଓ ବିଶ୍ୱନାଥ ମହାରାଣା,ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଚିତ୍ରସେନ ଖଟେଇଙ୍କ ଉପସ୍ଥିତଶରେ ପୋଷଳକ ବିତରଣ ଶୁଭାରମ୍ଭ ହୋଇଥିଲା ।

FacebooktwitterredditpinterestlinkedinmailFacebooktwitterredditpinterestlinkedinmail

Be the first to comment

Leave a Reply

Your email address will not be published.


*