ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ

FacebooktwitterredditpinterestlinkedinmailFacebooktwitterredditpinterestlinkedinmail


ନିର୍ଭୟ ମିଡିଆ : ବାରିପଦା

ମୟୂରଭଞ୍ଜ ଜିଲ୍ଲା ଶିଶୁ ସୁରକ୍ଷା କେନ୍ଦ୍ର ପକ୍ଷରୁ ବାରିପଦା ଷ୍ଟାଡ଼ିୟମ ସଭାଗୃହରେ ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ-ମହକ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାର ସମସ୍ତ ଶିଶୁ ଯତ୍ନ ଅନୁଷ୍ଠାନର ଅନ୍ତେବାସୀମାନେ ଅଂଶଗ୍ରହଣ କରିଥିଲେ । ଶିଶୁମାନଙ୍କର ପ୍ରତିଭାର ବିକାଶ ପାଇଁ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା । ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମମତାମୟୀ ବିଶ୍ୱାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ସ୍ମୃତି ରଞ୍ଜନ ମହାପାତ୍ର, ଜିଲ୍ଲା ସଂସ୍କୃତି ଅଧିକାରୀ ତନୁଜା ସିର୍କା, ଦିଲ୍ଲୀପ କୁମାର ପନ୍ଦା, ବବିତା ସାହୁ ପ୍ରମୁଖ ଯୋଗ ଦେଇଥିଲେ ।

FacebooktwitterredditpinterestlinkedinmailFacebooktwitterredditpinterestlinkedinmail

Be the first to comment

Leave a Reply

Your email address will not be published.


*