ଟନେଲରେ ଫସିଥିବା ଶ୍ରମିକଙ୍କୁ ମିଳିଲା ଲ୍ୟାଣ୍ଡଫୋନ୍ ବ୍ୟବସ୍ଥା । ବିଏସଏନଏ ପକ୍ଷରୁ ଶ୍ରମିକଙ୍କ ପାଇଁ ଏହି ସୁବିଧା କରାଯାଇଛି । ଟନେଲରେ ଫସିଥିବା ଶ୍ରମିକମାନେ ଯେପରି ନିଜ ପରିବାର ସହ କଥାବାର୍ତା ହୋଇପାରିବେ ସେଥିପାଇଁ ବିଏସଏନଏଲ ଏହି ସୁବିଧା ଯୋଗାଇ ଦେଇଛି । ଏକ ଛୋଟ ଲ୍ୟାଣ୍ଡଫୋନ୍ ସୁଡ଼ଙ୍ଗ ଭିତରକୁ ପଠାଯାଇଛି । ଯେଉଁଥିରେ ଇନକମିଂ ଓ ଆଉଟଗୋଇଙ୍ଗର ସୁବିଧା ରହିଛି ।

By Nirvay

Leave a Reply

Your email address will not be published. Required fields are marked *