ବ୍ଲକସ୍ତରୀୟ ବିଜ୍ଞାନମେଳା ଉଦ୍‌ଯାପିତ

FacebooktwitterredditpinterestlinkedinmailFacebooktwitterredditpinterestlinkedinmail


ନିର୍ଭୟ ମିଡିଆ : ଯଶିପୁର

ଯଶିପୁର ବ୍ଲକ ଅନ୍ତର୍ଗତ ଦୁର୍ଦ୍ଦରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ବିଜ୍ଞାନମେଳା ଉଦ୍‌ଯାପିତ ହୋଇଯାଇଛି । ମୁଖ୍ୟ ଅତିଥି ବିଇଓ ମଙ୍ଗଳ ଚରଣ ସିଂ ଯୋଗଦେଇ ମେଳାକୁ ଉଦ୍‌ଘାଟନ କରିଥିଲେ । ସମ୍ମାନୀତ ଅତିଥି ଭାବେ ସରପଞ୍ଚ ଶାନ୍ତିଲତା ସାରେନ୍‌, ମାଟିଆଗଡ଼ ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ସେଠୀ, ଯଶିପୁର ସରକାରୀ ଉଚ୍ଚବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଗୋଲକ ବିହାରୀ ନାୟକ, ସଂଗଠକ ଅନାଦିଚରଣ ମହାନ୍ତ ପ୍ରମୁଖ ଯୋଗ ଦେଇଥିଲେ । ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ବିଜ୍ଞାନ ଶିକ୍ଷକ ମଙ୍ଗୁଳୁରାମ ମହାନ୍ତ ପ୍ରମୁଖ ଉପସ୍ଥିତ ଥିଲେ । ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ପୂର୍ବତନ ବିଜ୍ଞାନ ପରିଦର୍ଶକ ନଳିନୀ କୁମାର ଚୌଧୁରୀ, ସମ୍ମାନୀତ ଅତିଥି ଭାବେ ସରପଞ୍ଚ ଶାନ୍ତିଲତା ସୋରେନ୍‌, ବିଧାୟକ ଆନନ୍ଦ ଚନ୍ଦ୍ର ମହାପାତ୍ର, ପୂର୍ବତନ ଜିଲ୍ଲା ପରିଷଦ ଚକ୍ରଧର ହେମ୍ବ୍ରମ, ବିଇଓ ମଙ୍ଗଲ ଚରଣ ସିଂ, ଅବସରପ୍ରାପ୍ତ ଶିକ୍ଷକ ମଙ୍ଗୁଲିରାମ ମହାନ୍ତ, ସାମ୍ବାଦିକ ବିରଞ୍ଚô ନାରାୟଣ ସାହୁ, ସାମ୍ବାଦିକ ସରୋଜ କୁମାର ବେହେରା ପ୍ରମୁଖ ମଞ୍ଚାସୀନ ଥିଲେ ।

FacebooktwitterredditpinterestlinkedinmailFacebooktwitterredditpinterestlinkedinmail

Be the first to comment

Leave a Reply

Your email address will not be published.


*