ଆସନ୍ତା ୧୮ ତାରିଖରୁ ଖୋଲିବ ପାରଦର୍ଶୀ ପୋର୍ଟାଲ । ଘରୋଇ ସ୍କୁଲ୍ରେ ଆର୍ଥିକ ଦୁର୍ବଳ ଶ୍ରେଣୀ ପିଲାମାନେ ୨୫% ସିଟରେ ମାଗଣା ଆଡ଼ମିସନ ପାଇଁ ପାରଦର୍ଶୀ ପୋର୍ଟାଲରେ ଆବେଦନ କରିପାରିବେ । ଏପ୍ରିଲ ୩ ପରିବର୍ତ୍ତେ ୧୮ ମାର୍ଚ୍ଚରୁ ଆରମ୍ଭ ହେବ ପଞ୍ଜୀକରଣ । ଆବେଦନ ପ୍ରକ୍ରିୟା ଆସନ୍ତା ଏପ୍ରିଲ ୨୦ ପର୍ଯ୍ୟନ୍ତ ହୋଇପାରିବ । ପୂର୍ବରୁ ତୁରନ୍ତ ପୋର୍ଟାଲ ଖୋଲି ପିଲାଙ୍କ ପଞ୍ଜିକରଣ ଦାବୀ କରିସଭାପତି ବାସୁଦେବ ଭଟ୍ଟଙ୍କ ନେତୃତ୍ୱରେ ଆମରଣ ଅନଶନରେ ବସିଥିଲା ମହାସଂଘ । Post navigation ପ୍ରକାଶ ପାଇଲା ଓଜେଏସ ରେଜଲ୍ଟ, ବାଜି ମାରିନେଲେ ଝିଅ ସାଲିଆସାହିରେ ଅବକାରୀ ବିଭାଗର ଚଢ଼ାଉ; ୯ ଗିରଫ