ଶେଷ ହୋଇଛି ପ୍ରଥମ ପର୍ଯ୍ୟାୟ ମତଦାନ, ୭୩.୯୭% ଭୋଟ ହାର

ଓଡ଼ିଶାରେ ଆଜି ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, କୋରାପୁଟ, ନବରଂଗପୁର ଓ ବ୍ରହ୍ମପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଓ ଏହାର ଅଧୀନସ୍ଥ ୨୮ଟି ବିଧାନସଭା କ୍ଷେତ୍ରରେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ…

ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦିଙ୍କ ପରଲୋକ

ବିହାର : ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦିଙ୍କ ପରଲୋକ । ଗତ ୬ ମାସ ହେଲା ସେ କର୍କଟ ରୋଗରେ ଆକ୍ରାନ୍ତ ସୁଶୀଲ ମୋଦିଙ୍କର ୭୨ ବର୍ଷ ବୟସରେ ପରଲୋକ ହୋଇଛି ।ବିହାର ରାଜନୀତିରେ ବିଜେପିର ଜଣେ ଟାଣୁଆ ନେତା…

ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ଅଧିକାରୀମାନେ ଶୃଙ୍ଖଳିତ ଓ ନିରପେକ୍ଷ ରୁହନ୍ତୁ : ବିଜେପି

ଆଜି ଓଡିଶାର ୪ଟି ଲୋକସଭା ସହ ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ ହୋଇଛି । ଚଳିତ ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୯୬ ପ୍ରତିଶତ ମତଦାନ ହୋଇଛି। ଏହା ନିଶ୍ଚିତ ରୂପେ ରାଜ୍ୟରେ ବିଜେପି ସପକ୍ଷରେ ପରିବର୍ତନର…

ହାତାହାତି ହେଲେ ବିଜେପି ଓ ସ୍ବାଧୀନ ବିଧାୟକ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଓ ଶିବଶଙ୍କର ଦାସ

ଆଜି ସାଧାରଣ ନିର୍ବାଚନ ପାଇଁ ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ମତଦାନ ଶେଷ ହୋଇଥିବା ବେଳେ ଗଂଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ହିଂସା ଉପୁଜିଥିବାର ଦେଖାଦେଇଛି । ବ୍ରହ୍ମପୁରରେ ଦୁଇ ପ୍ରାର୍ଥୀ ତଥା ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଓ ସ୍ବାଧୀନ…

ବୈଜୟନ୍ତଙ୍କ ଚାଲେଞ୍ଜ – ମଞ୍ଚରେ ଜିଲ୍ଲା ଗୁଡିକର ନାଁ କୁହନ୍ତୁ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗତକାଲି ବିଜେପି ରାଷ୍ଟ୍ରୀୟ ଉପଧାକ୍ଷ ବୈଜୟନ୍ତ ପଣ୍ଡା ନିଜ ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲ ଏକ୍ସ ରେ ମୁଖ୍ୟମନ୍ତ୍ରୀଙ୍କ ଭିଡିଓ କୁ ଫେକ କହିବା ପରେ ଏହା ଉପରେ ଚର୍ଚ୍ଚା ଜୋର ଧରିଛି । ଆଜି ବୈଜୟନ୍ତ ପଣ୍ଡା ନିଜ ସୋସିଆଲ…

ଦୁର୍ନୀତିଗସ୍ତ କର୍ମଚାରୀଙ୍କୁ ସୁରକ୍ଷା ଦେଉଛନ୍ତି ଉପରିସ୍ଥ ଅଧିକାରୀ : ଦିଲୀପ ମଲ୍ଲିକ

ଭୁବନେଶ୍ୱର : ଦିନକୁ ଦିନ ରାଜ୍ୟ ସରକାରଙ୍କ ଉପରେ ଜନସାଧାରଣଙ୍କ ଅଭିଯୋଗ ବଢିବାରେ ଲାଗିଛି । ବିଜେଡି ସରକାରଙ୍କ ମନମୁଖୀ ଶାସନରେ ରାଜ୍ୟବାସୀ ଅତିଷ୍ଟ ହୋଇଗଲେଣି । ଶାସନରେ ପରିବର୍ତନ କରିବା ପାଇଁ ଲୋକେ ନିଷ୍ପତି ନେଇସାରିଛନ୍ତି । ବିଜେଡି ପରାଜୟ…

ଓଡ଼ିଶାରେ ୧୭ ଲୋକସଭା ଆସନ ହାତେଇବ ବିଜେପି: ଅମିତ ଶାହା

ଓଡ଼ିଶା ଦଖଲ ନେଇ ପୁଣି ବଡ଼ ବୟାନ ଦେଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ତଥା ବିଜେପିର ଚାଣକ୍ୟ ଅମିତ ଶାହା । ସେ କହିଛନ୍ତି ଯେ ଓଡ଼ିଶାରେ ବିଜେପି ୧୭ଟି ଲୋକସଭା ଆସନ ଜିତିବ ଓ ବିଧାନସଭା ନିର୍ବାଚନରେ ସଂଖ୍ୟା ଗରିଷ୍ଠତା ହାସଲ…

୧୦ ଲକ୍ଷ ଟଙ୍କା ସହ ବିଜେଡି ନେତ୍ରୀ ଅପୂର୍ବା ଅପରୂପା ନୟାଗଡ଼-ବୌଦ୍ଧ ସୀମାରେ ଅଟକ

କରଡ଼ାକୋଠା ନିକଟରେ ଯାଞ୍ଚ ବେଳେ ଏକ କାରରୁ ବିପୁଳ ପରିମାଣର ଟଙ୍କା ଜବତ କଲା ପୁରୁଣାକଟକ ପୋଲିସ । ବିଡା ବିଡା ଟଙ୍କା ଜବତ ହେବା ପରେ ଗାଡ଼ିରେ ଲୁଚିଛନ୍ତି ବିଜେଡି ନେତ୍ରୀ ଅପୂର୍ବା ଅପରୂପା।ସାଲେପୁରର ବିଜେଡି ନେତ୍ରୀ ଏବଂ ବିଜେଡି…

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ହୋଇଛି ୬୨.୯୬% ମତଦାନ

ରାଜ୍ୟରେ ଚାଲିଛି ପ୍ରଥମ ପ୍ରର୍ଯ୍ୟାୟ ମତଦାନ । ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, କୋରାପୁଟ, ନବରଂଗପୁର ଓ ବ୍ରହ୍ମପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଓ ଏହାର ଅଧୀନସ୍ଥ ୨୮ଟି ବିଧାନସଭା କ୍ଷେତ୍ରରେ ଆଜି ସକାଳ ୭ଟାରୁ ମତଦାନ ଜାରି ରହିଛି। ସନ୍ଧ୍ୟା…

ଝରିଗାଁ ବିଜେପି ବିଧାୟକ ପ୍ରାର୍ଥୀ ନରସିଂହ ଭତ୍ରାଙ୍କୁ ବିଜେଡି କର୍ମୀଙ୍କ ଆକ୍ରମଣ

ନିର୍ବାଚନ ସମୟରେ ଝରିଗାଁର ବିଜେପି ବିଧାୟକ ପ୍ରାର୍ଥୀଙ୍କ ଉପରେ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଝରୀଗାଁ ଦେଉଳକଣା ୨୦୪ ନମ୍ବର ବୁଥଠାରେ ପ୍ରାର୍ଥୀ ନରସିଂହ ଭତ୍ରାଙ୍କୁ କିଛି ବିଜେଡି କର୍ମୀ ଚାରିଆଡୁ ଘେରିଯାଇ ଆକ୍ରମଣ କରିଥିଲେ । ତେବେ…