ନୂଆ ବିଜେପି ତାଲିକା: ରାଉରକେଲାରୁ ଦିଲୀପ ରାୟ, ରଣପୁରରୁ ସୁରମା ପାଢ଼ୀ

୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ରାଜ୍ୟରେ ନିର୍ବାଚନକୁ ନେଇ ତିନି ପ୍ରମୁଖ ଦଳ ରାଜନୈତିକ ପ୍ରଚାର…

ମେଣ୍ଟ ସପକ୍ଷବାଦୀଙ୍କ ଷଡ଼ଯନ୍ତ୍ର! ଦ୍ୱିତୀୟ ପ୍ରାର୍ଥୀ ତାଲିକା ବିଳମ୍ବ ହେଉଛି କାହିଁକି?

ନିର୍ଭୟ ମିଡ଼ିଆ: ଭାରତୀୟ ଜନତା ପାର୍ଟିର ଦ୍ୱିତୀୟ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବାରେ ଏତେ ବିଳମ୍ବ ଘଟୁଛି କାହିଁକି? ୧୨ ତାରିଖ ଦିନ ୨୨ଟି ଆସନ ସକାଶେ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବ ବୋଲି କୁହାଯାଉଥିଲା । କିନ୍ତୁ ୧୫ ତାରିଖ…

ଭାରସାମ୍ୟ ହରାଇ ଓଭରବ୍ରିଜରୁ ତଳକୁ ଖସିଲା ଯାତ୍ରୀବାହୀ ବସ୍; ୫ ମୃତ

ଯାଜପୁର: ଭାରସାମ୍ୟ ହରାଇ ଓଭରବ୍ରିଜରୁ ତଳକୁ ଖସିଲା ଯାତ୍ରୀବାହୀ ବସ୍ । ଯାଜପୁର ୧୬ ନଂ ଜାତୀୟ ରାଜପଥର କୁଆଖିଆ ଥାନା ବାରବାଟି ଛକ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍। ଦୁର୍ଘଟଣାରେ ୪୦ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୫…

ବିଜେପିର ସଂକଳ୍ପ ପତ୍ରରୁ ସର୍ବାଧିକ ଲାଭାନ୍ୱିତ ହେବ ଓଡିଶା: ମନମୋହନ ସାମଲ

ଭୁବନେଶ୍ୱର: ୨୦୦୧୪ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତୀୟ ଜନତା ପାର୍ଟି କ୍ଷମତାକୁ ଆସିବା ପରେ ଦେଶବାସୀଙ୍କୁ ଦିଆଯାଇଥିବା ଅଧିକାଂଶ ପ୍ରତିଶୃତି ପୂରଣ କରାଯାଇଛି । ଏହା ପରେ ୨୦୧୯ ସାଧାରଣ ନିର୍ବାଚନରେ ମଧ୍ୟ ଦିଆଯାଇଥିବା ସମସ୍ତ ପ୍ରତିଶୃତିକୁ…

କଂଗ୍ରେସରୁ ସୁର ରାଉତରାୟ ୬ ବର୍ଷ ପାଇଁ ବହିଷ୍କୃତ

ଭୁବନେଶ୍ବର: ଦଳରେ ବିଶୃଙ୍ଖଳିତ କାର୍ଯ୍ୟ ପାଇଁ କଂଗ୍ରେସରୁ ସୁର ରାଉତରାୟଙ୍କୁ ବହିଷ୍କୃତ କରାଯାଇଛି। ତାଙ୍କୁ ଦଳରୁ ୬ ବର୍ଷ ପାଇଁ ବହିଷ୍କୃତ କରାଯାଇଛି। ସେ ଦଳ ବିରୋଧୀ କାର୍ଯ୍ୟରେ ନିୟୋଜିତ ଥିବା ଅଭିଯୋଗ ହୋଇଥିଲା। ଏହି ଖବର ନେଇ ସୁର କହିଛନ୍ତି…

ତାତି କରୁଛି କଲବଲ; ରାଜଧାନୀ ଭୁବନେଶ୍ୱର ଉତ୍ତପ୍ତ ସହର

ଭୁବନେଶ୍ୱର: ଆଜି ସକାଳୁ ଅସହ୍ୟ ତାତି ଅନୁଭୂତ ହେଲାଣି ସାରା ରାଜ୍ୟରେ। ସକାଳ ସାଢ଼େ ୮ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଛି। ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୩୨.୬ ରହିଛି। ୮ ସହରର ତାପମାତ୍ରା ୩୦ ଡିଗ୍ରି ଉପରେ…

ପଦ୍ମ ଧରିଲେ ପୂର୍ବତନ ସାଂସଦ ପ୍ରଭାସ ସିଂ

ଆଜି ପଦ୍ମ ଧରିଲେ ପ୍ରଭାସ ସିଂ । କିଛି ଦିନ ତଳେ ବିଜେଡିରୁ ଇସ୍ତଫା ଦେଇଥିଲେ ବରଗଡ଼ର ପୂର୍ବତନ ସାଂସଦ । ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ କେନ୍ଦ୍ରୀୟ ନେତାଙ୍କ ଉପସ୍ଥିତିରେ ଯୋଗ ଦେଇଛନ୍ତି ପ୍ରଭାସ ସିଂ । ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ…

ଏଥର ଖରା ଯେମିତି ବର୍ଷା ସମ୍ଭାବନା କମ୍

ରାଜ୍ୟରେ ପାଣିପାଗ ବିଭାଗ ଆଜି ପ୍ରେସ ମିଟ ପରେ ସୂଚନା ଦେଇଛନ୍ତି ଯେ ଓଡ଼ିଶାରେ ସ୍ବାଭାବିକ ଠାରୁ କମ୍ ବର୍ଷା ସମ୍ଭାବନା। ଚଳିତବର୍ଷ ଓଡ଼ିଶାରେ କମ୍ ବର୍ଷା ନେଇ IMDର ଆକଳନ କରିଛି। ଓଡ଼ିଶା ସହ ଛତିଶଗଡ଼,ପଶ୍ଚିମବଙ୍ଗରେ ମଧ୍ୟ ହେବ ନିଅଣ୍ଟିଆ…

ଏପ୍ରିଲ ୨୧ରେ ରାଜ୍ୟ ବିଜେପିର ଚାର୍ଜସିଟ

ମେ’ ପ୍ରଥମ ସପ୍ତାହରେ ରାଜ୍ୟ ବିଜେପିର ଆସିବ ସଂକଳ୍ପ ପତ୍ର।ଏନେଇ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସୂଚନା ଦେଇଛନ୍ତି। ସେ ଆହୁରି କହିଛନ୍ତି ଯେ ଆସନ୍ତା ୨୧ରେ ରାଜ୍ୟ ସରକାରଙ୍କ ବିରୋଧରେ ଚାର୍ଜସିଟ୍ ଆଣିବ ଦଳ। କେନ୍ଦ୍ରୀୟ ନେତାଙ୍କ ଉପସ୍ଥିତିରେ ବିଜେପି…

ବିଜେପିରେ ଯୋଗ ଦେଲେ କାର-ଖାନା ଯାଆ ଯୋଡ଼ି

ରାଜଧାନୀ ଭୁବନେଶ୍ୱରରେ କାର୍‌ରେ ଖାଦ୍ୟ ବିକି ଚର୍ଚ୍ଚାକୁ ଆସିଥିବା ଦୁଇ ଯାଆ ଇଞ୍ଜିନିଅର ନେହା ପାଣିଗ୍ରାହୀ ଏବଂ ରଶ୍ମିତା ଦାଶ ସୋମବାର ବିଜେପିରେ ଯୋଗ ଦେଇଛନ୍ତି। ବିଜେପିରର ମିଶ୍ରଣ ପର୍ବରେ ଏହି ଦୁଇ ଯା’ BJPର ସଦସ୍ୟତା ହାସଲ କରିଛନ୍ତି। ଏହି…