ତାଜା ଖବର ରାଜନୀତି ରାଜ୍ୟ ଏକ ଗଣମାଧ୍ୟମର ସାକ୍ଷାତକାରରେ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ସମାଲୋଚନା କଲେ ଜେ.ପି. ନଡ୍ଡା May 5, 2024 Papi Jena
ତାଜା ଖବର ରାଜନୀତି ରାଜ୍ୟ ଏକ ଗଣମାଧ୍ୟମର ସାକ୍ଷାତକାରରେ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ସମାଲୋଚନା କଲେ ଜେ.ପି. ନଡ୍ଡା May 5, 2024 Papi Jena
ଦେଶ ରାଜନୀତି ରାଜ୍ୟ ସୁଧୁରୁ ନାହାନ୍ତି IPS ଆଶିଷ ସିଂ, ନିର୍ବାଚନ କମିଶନରଙ୍କୁ ଫେରାଦ ହେଲା ବିଜେପି May 5, 2024 Nirvay
ରାଜ୍ୟ ପ୍ରଣବ ମିଛ କଥା କହି ସମ୍ବଲପୁରରେ ଘୃଣାର ବାତାବରଣ ତିଆରି କରୁଛନ୍ତି : ଜୟ ନାରାୟଣ ମିଶ୍ର May 5, 2024 SonaliP
ରାଜନୀତି ରାଜ୍ୟ ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି May 6, 2024 Nirvay ଆଜି ରାତିରେ ଉତ୍ତର ପ୍ରଦେଶରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ବର ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦିଙ୍କର ଦର୍ଶନାଭିଳାଷୀ ବିମାନ ବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାଜଭବନରେ…
ତାଜା ଖବର ରାଜନୀତି ରାଜ୍ୟ ଏକ ଗଣମାଧ୍ୟମର ସାକ୍ଷାତକାରରେ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ସମାଲୋଚନା କଲେ ଜେ.ପି. ନଡ୍ଡା May 5, 2024 Papi Jena ଏକ ଗଣମାଧ୍ୟମର ସାକ୍ଷାତକାରରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ସମାଲୋଚନା କରି କହିଛନ୍ତି ନବୀନ ବାବୁ ଗ୍ଲାସ ହାଉସରେ ରହୁଛନ୍ତି । ନବୀନ ବାବୁ ସାଧାରଣ ଜନତାଙ୍କଠାରୁ ଦୂରରେ ରହୁଛନ୍ତି। ଜନତାଙ୍କ ଅବସ୍ଥା କ’ଣ ଅଛି, ନବୀନ…
ଖେଳ ଦେଶ ବଜରଙ୍ଗ ପୁନିଆଙ୍କୁ ଲାଗିଛି ବଡ ଝଟକା May 5, 2024 SonaliP ଭାରତର ଷ୍ଟାର ଅଲିମ୍ପିକ୍ସ ପଦକ ବିଜେତା କୁସ୍ତି ଯୋଦ୍ଧା ବଜରଙ୍ଗ ପୁନିଆଙ୍କୁ ଲାଗିଛି ବଡ ଝଟକା। ନ୍ୟାସନାଲ ଆଣ୍ଟି-ଡୋପିଂ ଏଜେନ୍ସି (ନାଡା) ଏହି ଷ୍ଟାର ଖେଳାଳିଙ୍କୁ ଅସ୍ଥାୟୀ ରୁପେ ନିଲମ୍ବିତ କରଛି। ସୂଚନାଯୋଗ୍ୟ, ମାର୍ଚ୍ଚ ସୋନିପଥରେ ଆୟୋଜିତ ହୋଇଥିବା ଜାତୀୟ ପରୀକ୍ଷା…
ଦେଶ ରାଜନୀତି ରାଜ୍ୟ ସୁଧୁରୁ ନାହାନ୍ତି IPS ଆଶିଷ ସିଂ, ନିର୍ବାଚନ କମିଶନରଙ୍କୁ ଫେରାଦ ହେଲା ବିଜେପି May 5, 2024 Nirvay IPS ଆଶିଷ ସିଂଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଫେରାଦ ହେଲା କେନ୍ଦ୍ରୀୟ ବିଜେପି ପ୍ରତିନିଧି ଦଳ। ଶାସକ ଦଳ ପ୍ରତି ଅନୁକମ୍ପା ଦେଖାଉଥିବା ଅଭିଯୋଗ କଲା ବିଜେପି। ବଦଳି ହୋଇଥିଲେ ବି ବିଜେଡି ପାଇଁ ନିର୍ବାଚନ ପରିଚାଳନା କରୁଛନ୍ତି ଆଶିଷ…
ରାଜ୍ୟ ପ୍ରଣବ ମିଛ କଥା କହି ସମ୍ବଲପୁରରେ ଘୃଣାର ବାତାବରଣ ତିଆରି କରୁଛନ୍ତି : ଜୟ ନାରାୟଣ ମିଶ୍ର May 5, 2024 SonaliP ସମ୍ବଲପୁର; ସମ୍ବଲପୁର ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଗୁମାସ୍ତାଙ୍କୁ ଖୁସି କରିବା ପାଇଁ ମିଛ କଥା କହି ଓଡ଼ିଶାର ଜନସାଧାରଣଙ୍କୁ ଭ୍ରମିତ କରିବା ସହ ସମ୍ବଲପୁରରେ ଘୃଣାର ବାତାବରଣ ତିଆରି କରୁଛନ୍ତି ବୋଲି କହିଛନ୍ତି ବିରୋଧୀ ଦଳ ନେତା ତଥା…
ଦେଶ ରାଜନୀତି ରାଜ୍ୟ ଓଡ଼ିଶାରେ ସରକାରକୁ ଆସିବାକୁ ଆମେ ନିର୍ବାଚନ ଲଢୁଛୁ ; ଜେପି ନଡ୍ଡା May 5, 2024 SonaliP ଭୁବନେଶ୍ୱର;୨୦୨୪ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ଆଜି ନିର୍ବାଚନୀ ଇସ୍ତାହାର ଘୋଷଣା କରିଛନ୍ତି। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ସଂକଳ୍ପ ପତ୍ର ଉନ୍ମୋଚନ କରିଛନ୍ତି। ‘ସଂକଳ୍ପପତ୍ର’ରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରାଯାଇଛି। ମହିଳାଙ୍କ…
ରାଜ୍ୟ ମିଶନଶକ୍ତି ସଭାନେତ୍ରୀଙ୍କ ନାଁରେ ନିର୍ବାଚନ ଆଚରଣ ବିଧି ଉଲଂଘନ ଅଭିଯୋଗ May 5, 2024 SonaliP କେନ୍ଦ୍ରାପଡ଼ା: ମିଶନଶକ୍ତି ମହିଳା ମହାସଂଘ ସଭାନେତ୍ରୀଙ୍କ ନାଁରେ ନିର୍ବାଚନ ଆଚରଣ ବିଧି ଉଲଂଘନ ଅଭିଯୋଗ। କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ବ୍ଲକର ମିଶନ ଶକ୍ତି ମହିଳା ମହାସଂଘର ସଭାନେତ୍ରୀ ସଂଯୁକ୍ତା ଶତପଥୀଙ୍କ ନାଁରେ ନିର୍ବାଚନ ଆଚରଣ ବିଧି ଉଲଂଘନ ଅଭିଯୋଗ ହୋଇଛି। ଏକ…
ରାଜନୀତି ରାଜ୍ୟ ବିଜେଡି ଅପ୍ରବାସୀ ସାମ୍ମୁଖ୍ୟର ରାଜ୍ୟ ପଦାଧିକାରୀଙ୍କ ନାମ ଘୋଷଣା May 5, 2024 Nirvay ଘୋଷଣା ହେଲା ବିଜୁ ଜନତା ଦଳର ଅପ୍ରବାସୀ ସାମ୍ମୁଖ୍ୟର ରାଜ୍ୟ ପଦାଧିକାରୀଙ୍କ ନାମ । ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।ତେବେ ବିଭିନ୍ନ ପଦରେ ନିଯୁକ୍ତ କରି ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…
ରାଜ୍ୟ ଦିନ ସାଢ଼େ ୨ଟା ସୁଦ୍ଧା ୪୪ ଟପିଲା ପାରଦ May 5, 2024 SonaliP ଭୁବନେଶ୍ୱର ; ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ପୂର୍ବ ଭଳି ଜାରି ରହିଛି। ଆକାଶରୁ ବର୍ଷୁଛି ଅଗ୍ନିବର୍ଷା । ତାତିରୁ ତ୍ରାହି ତ୍ରାହି ଡାକୁଛନ୍ତି ରାଜ୍ୟବାସୀ । ଉପକୂଳ ଜିଲ୍ଲାଗୁଡ଼ିକରେ ଯଦିଓ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି, ପଶ୍ଚିମ ଓଡ଼ିଶାରେ ଲୋକେ ତାତିରେ…
ରାଜନୀତି ରାଜ୍ୟ ପୁରୀ କଂଗ୍ରେସ କାର୍ଯ୍ୟାଳୟରେ ଭଙ୍ଗାରୁଜା May 5, 2024 SonaliP ପୁରୀ ; ପୁରୀ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ଭଙ୍ଗାରୁଜା। ସୁଜିତ ମହାପାତ୍ରଙ୍କ ଟିକେଟ କଟିବା ପରେ ପୁରୀ ଜିଲ୍ଲା କଂଗ୍ରେସ ଅଫିସ୍ରେ ପଶି ପାଟିତୁଣ୍ଡ ସହ ଭଙ୍ଗାରୁଜା କରିଛନ୍ତି ସୁଜିତଙ୍କ ସମର୍ଥକ । ଆଜି ପୁରୀ ବିଧାନସଭା ଆସନ ପାଇଁ ଟିକେଟ୍…