ଟ୍ରେନରୁ ନିଖୋଜ ହୋଇଗଲେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ; ପ୍ରାୟ ତିନଘଣ୍ଟା ପରେ ଆହାତ ଅବସ୍ଥାରେ ଉଦ୍ଧାର
ରହସ୍ୟମୟ ଭାବରେ ଟ୍ରେନରୁ ନିଖୋଜ ହୋଇଗଲେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ। ଦିଲ୍ଲୀର ହଜରତ ନିଜାମୁଦ୍ଦିନ ରେଳ ଷ୍ଟେସନରୁ ଗୋଣ୍ଡୱାନା ଏକ୍ସପ୍ରେସ (ଟ୍ରେନ ନମ୍ବର ୧୨୪୧୦) ଯୋଗେ ଜବଲପୁର ଆସୁଥିବା ଟ୍ରେନରୁ ନିଖୋଜ ହୋଇଗଲେ ଜୁଏଲ ଓରାମ ।…
ମିଛୁଆ ସେବାୟତଙ୍କ ଉପରେ ସରକାର କେବେ ନେବେ କାର୍ଯ୍ୟାନୁଷ୍ଠାନ ?
ପଶ୍ଚିମବଙ୍ଗର ଦୀଘାରେ ନିକଟରେ ପ୍ରତିଷ୍ଠା ହୋଇଥିବା ଜଗନ୍ନାଥ ମନ୍ଦିରର ବିଗ୍ରହ ଓ ‘ଜଗନ୍ନାଥ ଧାମ’ ଭାବେ ଏହାର ନାମକରଣକୁ ନେଇ ବିବାଦ ଓ ଆରୋପ ପ୍ରତ୍ୟାରୋପ ଜୋର୍ ଧରିଛି। ଗୋଟିଏ ପଟେ ଜଗନ୍ନାଥ ମନ୍ଦିର ନାଁ ‘ଜଗନ୍ନାଥ ଧାମ’ ରଖାଯାଇଥିବାକୁ ନେଇ…
ଦୀଘାରେ ଜଗନ୍ନାଥ ମନ୍ଦିର ସମ୍ମୁଖରେ ଲାଗିଲା ସ୍ଥାୟୀ ଜଗନ୍ନାଥ ଧାମ ହୋର୍ଡିଂ
ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିର ଆଗରେ ପୁଣି ସ୍ଥାୟୀ ଜଗନ୍ନାଥ ଧାମ ହୋର୍ଡିଂ ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ଦୀଘା ମନ୍ଦିର ସାମ୍ନାରେ ପୁଣି ଲାଗିଛି ଜଗନ୍ନାଥ ଧାମ ଲେଖାଥିବା ବଡ଼ ହୋର୍ଡିଂ। ରାତାରାତି ହୋର୍ଡିଂ ଲଗାଇଲା ପଶ୍ଚିମବଙ୍ଗ ପ୍ରଶାସନ । ବିଭିନ୍ନ…
ପୁରୀରେ ବିମାନ ବନ୍ଦରକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ
ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ମଞ୍ଜୁରୀ ପ୍ରଦାନ କରିଛନ୍ତି । ବିମାନ ବନ୍ଦରକୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମମୋହନ ନାଇଡୁ ଅନୁମୋଦନ କରିଛନ୍ତି । ଏହି ବିମାନ ବନ୍ଦର ହେବା ଫଳରେ ଭାରତର ପ୍ରମୁଖ ସହରକୁ…
କୋରାପୁଟ ଛାତ୍ରାବାସରେ ଦୁଷ୍କର୍ମର ଶୀକାର ହୋଇଥିବା ପୀଡିତାଙ୍କୁ ନ୍ୟାୟ ଦେବାକୁ ବିଜେଡିର ଦାବି
କୋରାପୁଟ ଜିଲ୍ଲା ଲମତାପୁଟର ଗୁନେଇପଦା ଏସ୍ ଟି-ଏସ୍ ସି ବାଳିକା ଛାତ୍ରାବାସରେ ଜଣେ ନାବାଳିକା ଦୁଷ୍କର୍ମର ଶୀକାର ହୋଇଥିବା ପ୍ରସଙ୍ଗରେ ଆଜି ବିଜେଡିର ଏକ ମହିଳା ପ୍ରତିନିଧି ଦଳ ଜାତୀୟ ଅନୁସୂଚିତ ଜନଜାତି ଆୟୋଗ ଅଧ୍ୟକ୍ଷାଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି ।…
ସବୁ ଖଣିଜ ଜିଲ୍ଲାର ମେଡିକାଲ କଲେଜ୍ରେ ହେବ ଉନ୍ନତ ଟ୍ରମା କେୟାର ବ୍ୟବସ୍ଥା: ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ସ୍ଥିତ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଅନ୍ତଃ ଚିକିତ୍ସା ସେବା (In-Patient Service) ଓ ଟ୍ରମା କେୟାର ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି । ଏହାଦ୍ୱାରା ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତି ମାନଙ୍କର ଉତ୍ତମ ଚିକିତ୍ସା…
ବଳକା ଦାରୁରେ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ନିର୍ମାଣ ହେବା କଥା ମିଛ ବୋଲି କହିଛନ୍ତି ଆଇନମନ୍ତ୍ରୀ
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ଏବଂ ଶ୍ରୀଜଗନ୍ନାଥଙ୍କ ସଂସ୍କୃତିକୁ ନେଇ ଗତ କିଛିଦିନ ଧରି ଗଣମାଧ୍ୟମରେ ପ୍ରଚାରିତ ହେଉଥିବା ପ୍ରସସଙ୍ଗରେ ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ରାଜ୍ୟ ସରକାରଙ୍କୁ ଅନ୍ତରୀଣ ତଦନ୍ତ କମିଟି ରିପୋର୍ଟ ପ୍ରଦାନ କରିଛନ୍ତି ।…
୨୭ ତାରିଖ ପରୀକ୍ଷାକୁ ରଦ୍ଦ କଲା ଓଏସଏସସି
ଏପ୍ରିଲ ୨୭ ତାରିଖ ପରୀକ୍ଷାକୁ ରଦ୍ଦ କଲା ଓଏସଏସସି । ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନ (OSSC) ସୋମବାର ଏପ୍ରିଲ ୨୭ ତାରିଖରେ ଅନୁଷ୍ଠିତ ହୋଇଥିବା କମ୍ବାଇନ୍ ନିଯୁକ୍ତି ପରୀକ୍ଷା (CRE)କୁ ବାତିଲ କରିଛି । ବିଭିନ୍ନ ବର୍ଗର SI ପାଇଁ…
ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ’ ନୁହେଁ: ପୁରୀ ଗଜପତି ମହାରାଜ
ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ’ ନୁହେଁ । ପୁରୀ ବ୍ୟତୀତ ଆଉ କେଉଁଠି ଜଗନ୍ନାଥ ଧାମ, ଶ୍ରୀପୁରୁଷୋତ୍ତମ କ୍ଷେତ୍ର, ଶ୍ରୀକ୍ଷେତ୍ର କୁହାଯାଇ ପାରିବନି କି ଲେଖାଯାଇ ପାରିବ ନାହିଁ । ପ୍ରେସ୍ ରିଲିଜ୍ ଜରିଆରେ ସ୍ପଷ୍ଟ କରିଛନ୍ତି ଗଜପତି ମହାରାଜା…
ବିରୋଧ ପରେ ଦୀଘାରୁ ହଟିଲା ‘ଜଗନ୍ନାଥ ଧାମ’ ନାମଫଳକ
ବିରୋଧ ପରେ ଦୀଘାରୁ ହଟିଲା ‘ଜଗନ୍ନାଥ ଧାମ’ ନାମଫଳକ । ପଶ୍ଚିମବଙ୍ଗ ସରକାର ଦୀଘାରେ ଜଗନ୍ନାଥ ମନ୍ଦିର ନିର୍ମାଣ କରି ଏହାକୁ ଜଗନ୍ନାଥ ଧାମ ନାମିତ କରିବା ପରେ ଏହା କୋଟି କୋଟି ଓଡ଼ିଆଙ୍କ ଭାବାବେଗକୁ ବ୍ୟଥିତ କରିଛି। ଏହାରି ଭିତରେ…