ମହିଳା ସରକାରୀ କର୍ମଚାରୀଙ୍କୁ ଅତିରିକ୍ତ ଛୁଟି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଋତୁସ୍ରାବ ପାଇଁ ବାର୍ଷିକ ୧୨ ଦିନର ଅତିରିକ୍ତ ଛୁଟି ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ଜାରି କରାଯାଇଛି । ଗୋଟିଏ ମାସର ଦିନଟିଏ ଛୁଟି ଉକ୍ତ ମାସରେ ହିଁ ନେବାକୁ ପଡ଼ିବ । ୫୫ ବର୍ଷ ବୟସ ପୂରଣ ଯାଏଁ ଏହି ଛୁଟି ନେଇପାରିବେ ସମସ୍ତେ ସରକାରୀ ମହିଳା କର୍ମଚାରୀଙ୍କ । ଗୋଟିଏ ମାସର ଦିନଟିଏ ଛୁଟି ଉକ୍ତ ମାସରେ ହିଁ ନେବାକୁ ପଡ଼ିବ । ଅଣ-ଉପଲବ୍ଧ ଛୁଟି ପରବର୍ତ୍ତୀ ମାସକୁ ଯାଇପାରିବ ନାହିଁ Post navigation ମହିଳା କମିଶନ ଅଧ୍ୟକ୍ଷ ପଦରୁ ହଟିଲେ ମିନତୀ ବେହେରା ବଦଳି, ପୋଷ୍ଟିଂ ପାଇଁ କୌଣସି ଚାପ ପକାଇଲେ ହେବ କାର୍ଯ୍ୟାନୁଷ୍ଠାନ