ବଲାଙ୍ଗିର: ଆଜି ବଲାଙ୍ଗିର ଲୋଇସିଂହାରେ ୧୨ ଘଣ୍ଟିଆ ବନ୍ଦ ପାଳନ ଡାକରା ହୋଇଛି। ଲୋଇସିଂହାକୁ NAC ଘୋଷଣା କରାନଯିବା ପ୍ରତିବାଦରେ ବନ୍ଦ ପାଳନ କରାଯାଇଛି।ଲୋଇସିଂହା ବିକାଶ ପରିଷଦ ପକ୍ଷରୁ ସକାଳ ୬ଟାରୁ ସନ୍ଧ୍ୟା ୬ ବନ୍ଦ ଡାକରା ହୋଇଛି। ଏହି ବନ୍ଦ ପାଳନକୁ ସମର୍ଥନ କରୁଛନ୍ତି ବିଜେପି ଓ କଂଗ୍ରେସ କର୍ମୀ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *