ନୋଏଡ଼ାର ଏକ ଆବାସିକ ବିଲ୍ଡିଂରେ ଅଗ୍ନିକାଣ୍ଡ । ଆବାସିକ କୋଠାରେ ଏକ ଇଲେକ୍ଟ୍ରିକ୍ ଯାନ ଚାର୍ଜ ହେଉଥିବା ସମୟରେ ଅଗ୍ନିକାଣ୍ଡ । ଏହି ଅଗ୍ନିକାଣ୍ଡରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବିଲ୍ଡିଂରେ ଆଉ କିଛି ଲୋକ ଫସିଥିବା ସନ୍ଦେହ କରାଯାଉଛି । ଖବର ପାଇ ଘଟାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ନିୟନ୍ତ୍ରଣ କରିବା ସହିତ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିଛି ।

Leave a Reply

Your email address will not be published. Required fields are marked *