2 dead in Jajpur bomb blast
ଯାଜପୁର ଜିଲ୍ଲା ବଡଚଣା ବ୍ଲକ ଅନ୍ତର୍ଗତ ଛତିଆ ବସଷ୍ଟାଣ୍ଡ ନିକଟରେ ବୋମା ବିସ୍ଫୋରଣ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ବଡ଼ଚଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
 
କେଉଁ ପରିସ୍ଥିତିରେ ବିସ୍ଫୋରଣ ହେଲା ତାହା ଏବେ ଯାଏଁ ସ୍ପଷ୍ଟ ହୋଇନି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
 
 
 
 
 
 

By Nirvay

Leave a Reply

Your email address will not be published. Required fields are marked *