କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ଜନ ଶୁଣାଣି ବେଳେ ଚାଷୀଙ୍କ ଜୀବନ ହାରିବାକୁ ଉଦ୍ୟମ । ସମସ୍ୟାର ସମାଧାନ ନହେବାରୁ ପ୍ରଶାସନ ସମ୍ମୁଖରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଦୁଇ ଚାଷୀ। ବେଆଇନ ଚିଙ୍ଗୁଡ଼ି ଘେରି ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ୨ ଜଣ ଚାଷୀ ବିଷ ପିଇ ଜୀବନ ହାରିବାକୁ ଉଦ୍ୟମ କରିଛନ୍ତି। ଘଟଣାସ୍ଥଳରେ ଉପସ୍ଥିତ ପୋଲିସ ଚାଷୀଙ୍କୁ କାବୁ କରିଥିବା ଜଣାପଡିଛି।

 

 

 

 

Leave a Reply

Your email address will not be published. Required fields are marked *