ମୋ ବସ୍ ଦୁର୍ଘଟଣା ଦିନକୁ ଦିନ ବଢ଼ିବାରେ ଲାଗିଛି । ମୋ ବସ୍ ଧକ୍କାରେ ନାବଳିକାଙ୍କ ଜୀବନ ଚାଲିଯିବା ଘଟଣାକୁ ୨ ଦିନ ବିତିଥିବା ବେଳେ ପୁଣି ଦୁର୍ଘଟଣା ଘଟାଇଛି ମୋ ବସ୍ । ଚନ୍ଦ୍ରଶେଖରପୁର ବିଡିଏ ଛକରେ ଧକ୍କା ଦେଇଛି ମୋ ବସ୍ ଫଳରେ ଦୁଇ ଯୁବତୀ ଗୁରୁତର ଥିବାବେଳେ ବାରମ୍ବାର ମୋ ବସ୍ ଦୁର୍ଘଟଣାକୁ ନେଇ ଲୋକଙ୍କ ମଧ୍ୟରେ ତୀବ୍ର ଉତ୍ତେଜନା ଦେଖାଦେଇଛି । Post navigation ଡମ୍ବରୁ ଧରି ଖଣ୍ଡଗିରି ମେଳାରେ ରାଣୀ ପ୍ରିୟଦର୍ଶିନୀ; ଘଉଡାଇଲେ ସାଧୁ