ଓଡ଼ିଶାର କୋରାପୁଟ ଓ ମାଲକାନଗିରି ଅଞ୍ଚଳରେ ମୁତୟନ ପ୍ରାୟ ୨୦୦୦ ବିଏସଏଫ୍ ଯବାନଙ୍କୁ ଜମ୍ମୁ କାଶ୍ମୀର ଅଞ୍ଚଳରେ ମୁତୟନ କରାଯିବ। ଭାରତ ପାକ ସୀମାରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି ପାଇଁ ସେନା ବାହିନୀ ଏଭଳି ନିଷ୍ପତ୍ତି ନେଇଛି। ପାକିସ୍ତାନ ପଟୁ ଆତଙ୍କବାଦୀ ଅନୁପ୍ରବେଶ ଏବଂ ପାକିସ୍ତାନର ସମ୍ଭାବ୍ୟ ଆକ୍ରମଣକୁ ଦୃଷ୍ଟିରେ ରଖି ସମ୍ଭବତଃ ଏଭଳି ରଣନୀତି ଗ୍ରହଣ କରାଯାଇଛି। ପ୍ରାରମ୍ଭିକ ଭାବେ ଜମ୍ମୁରେ ରିଆସି, କାଠୁଆ, କିଷ୍ଟୱାର ଅଞ୍ଚଳରେ ଯବାନ ମୁତୟନ ହେବେ।

Leave a Reply

Your email address will not be published. Required fields are marked *