ପଦ୍ମ ଧରିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ ଓ ପ୍ରସନ୍ନ ପାଟ୍ଟଶାଣୀ !

ପଦ୍ମ ଧରିବେ ପୁର୍ବତନ ଭୁବନେଶ୍ଵର ସାଂସଦ ପ୍ରସନ୍ନ ପାଟ୍ଟଶାଣୀ ଓ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ। ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି ଯେ ଖୁବ ଶୀଘ୍ର ଦିଲ୍ଲୀରେ ବିଜେପିର ମୁଖ୍ୟ କାର୍ଯ୍ୟାଳୟରେ ଦୁଇ ନେତା ବିଜେପିରେ ଯୋଗ ଦେବାର ସମ୍ଭାବନା ରହିଛି ।…

ସାଧାରଣ ନିର୍ବାଚନ ୨୦୨୪: ଆରମ୍ଭ ହେଲା ମତଦାନ, ପ୍ରଥମ ପର୍ଯ୍ୟାୟରେ ୧୦୨ ଆସନ ପାଇଁ ହେଉଛି ଭୋଟ

ନୂଆଦିଲ୍ଲୀ: ସାଧାରଣ ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ ଆରମ୍ଭ ହୋଇଯାଇଛି । ଶୁକ୍ରବାର ପ୍ରଥମ ପର୍ଯ୍ୟାୟରେ ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ମତଦାନ ହେଉଛି । ସକାଳ ୭ଟାରୁ ଏସବୁ ଆସନରେ ଭୋଟଗ୍ରହଣ ଆରମ୍ଭ…

ବିଜେଡି ନେତା ନୀଳ ଚଷମା ପିନ୍ଧିଥିବାରୁ ଓଡ଼ିଶାର ବାସ୍ତବ ଚିତ୍ର ଦେଖିବାକୁ ଅକ୍ଷମ : ନାଉରୀ ନାଏକ

ଭୁବନେଶ୍ୱର: ଦୀର୍ଘ ୨୫ ବର୍ଷ ସରକାରର ଅପାରଗତା ପାଇଁ ଆଜି କୋଟି କୋଟି ଓଡ଼ିଆ ଲୋକମାନେ ଜର୍ଜରିତ । କିନ୍ତୁ ବିଜେଡି ନେତା ନୀଳ ଚଷମା ପିନ୍ଧିଥିବାରୁ ଏ ସବୁ ଚିତ୍ର ସେମାନଙ୍କୁ ଦେଖାଯାଉନାହିଁ ବୋଲି ରେଙ୍ଗାଳି ବିଧାୟକ ନାଉରୀ ନାଏକ…

ରାଜ୍ୟରେ ଅସହ୍ଯ ତାତି: ଜଳୁଛି ଓଡ଼ିଶା

ଭୁବନେଶ୍ବର: ସକାଳୁ ଆରମ୍ଭ ହୋଇଛି ଅସହ୍ୟ ତାତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ଦିନ ଟା ୩୦ ସୁଦ୍ଧା ୪୦ ଡିଗ୍ରୀ…

5T ନାଁରେ ୪୦ହଜାର କୋଟିର ଦୁର୍ନୀତି: ଅନିଲ ବିଶ୍ଵାଳ

5Tକୁ ବିଜେପିର ଟାର୍ଗେଟ୍‌। ଏମିତି ଅଭିଯୋଗ ଆଣିଲେ ମୁଖପାତ୍ର ଅନିଲ ବିଶ୍ବାଳ। ସୂଚନା ଅନୁଯାୟୀ ବିଜେଡି ପ୍ରଚାର ପାଇଁ ବ୍ୟବହାର କରୁଥିବା ‘5T ମିସିଙ୍ଗ’ ଅଭିଯୋଗ। ସେ କହିଛନ୍ତି କି 5T ପ୍ରଚାର ପାଇଁ ଖର୍ଚ୍ଚ ହୋଇଥିବା ୫୦୦ କୋଟି ଆଦାୟ…

ନବରଙ୍ଗପୁର ଲୋକସଭା ଆସନରୁ କଂଗ୍ରେସର ସାଂସଦ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ଭୁଜବଳ

ନବରଙ୍ଗପୁର: ନାମାଙ୍କନ ଭରିଲେ କଂଗ୍ରେସ ନେତା ଭୁଜବଳ ମାଝୀ । ନବରଙ୍ଗପୁର ଲୋକସଭା ଆସନରୁ କଂଗ୍ରେସର ସାଂସଦ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ଭୁଜବଳ । ସମର୍ଥକଙ୍କ ସହ ଆଜି ଜିଲ୍ଲାପାଳଙ୍କ ଅଫିସରେ ପହଞ୍ଚି ନାମାଙ୍କନ ଦାଖଲ କଲେ ଭୁଜବଳ। ବିଜେଡିରୁ…

ଶଙ୍ଖ ଧରିଲେ ବର୍ଷା ପ୍ରିୟଦର୍ଶିନୀ

ବିଜେଡିରେ ମିଶିଲେ ବର୍ଷା ପ୍ରିୟଦର୍ଶିନୀ । ଓଲିଉଡର ଚର୍ଚ୍ଚିତ ନାୟିକା ବର୍ଷା ପ୍ରିୟଦର୍ଶିନୀ ଗୁରୁବାର ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ସାମିଲ ହେଇଛନ୍ତି । ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ଶଙ୍ଖ ଧରିଛନ୍ତି ବର୍ଷା । ତେବେ ପୂର୍ବରୁ ମଧ୍ୟ…

କାନ୍ଦିଲେ ସମୀର ଦାଶ!

ସମୀର ଦାଶଙ୍କ ଟିକେଟ୍‌ କଟିବା ପରେ ଏକାଠି ହେଲେ ସମର୍ଥକ। ସୂଚନା ଅନୁଯାୟୀ ନିଷ୍ପତ୍ତିର ପୁନର୍ବିଚାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ରଖିଲେ ବାର୍ତ୍ତା ସମୀର ଦାସ। ନିମାପଡ଼ା ଆସନରେ ସମୀର ଦାଶଙ୍କ ସ୍ଥାନରେ ଦିଲ୍ଲୀପ ନାୟକଙ୍କୁ ସୁଯୋଗ ଦେଇଛି ବିଜୁ ଜନତା…

ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ହେବ ନାମାଙ୍କନ

ଦେଶରେ ଚତୁର୍ଥ ପର୍ଯ୍ୟାୟ ତଥା ଓଡିଶାର ପ୍ରଥମ ପର୍ଯ୍ୟାୟ ମତଦାନ ମେ ୧୩ ତାରିଖରେ ହେବ । ଏଥିପାଇଁ ଆଜିଠୁ ବିଜ୍ଞପ୍ତି ପ୍ରକାଶ ସହ ଆରମ୍ଭ ହେବ ପ୍ରାର୍ଥୀପତ୍ର ଦାଖଲ । ଆସନ୍ତା ୨୫ ତାରିଖ ଯାଏଁ ନାମାଙ୍କନ ଦାଖଲର ଶେଷ…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ବର୍ଷିଲେ ସନ୍ତୋଷ ସିଂ ସାଲୁଜା

କଣ୍ଟାବାଞ୍ଜିରୁ ମୁଖ୍ୟମନ୍ତ୍ରୀ ଲଢ଼ିବା ନେଇ ସନ୍ତୋଷ ସିଂ ସାଲୁଜାଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛ। ସେ କହିଛନ୍ତି ଯେ ନବୀନ ପଟ୍ଟନାୟକଙ୍କୁ ପ୍ରାର୍ଥ କରି ବିଜୁ ଜନତା ଦଳ ଏହା ପ୍ରମାଣ କରୁଛି କଣ୍ଟାବାଞ୍ଜିରେ ବିଜେଡି ପାଖରେ ପ୍ରାର୍ଥୀ ନାହାନ୍ତି। ସେ ଏହା…