Day: 6 July 2022

ରାସ୍ତାକଡ଼କୁ ଓଲଟି ପଡ଼ିଲା ବସ୍, ଶିକ୍ଷୟିତ୍ରୀ ମୃତ; ୩୦ ଆହତ

ନିର୍ଭୟ ମିଡ଼ିଆ : ରାୟଗଡ଼ା : ରାୟଗଡ଼ା ଜିଲ୍ଲା ଚାନ୍ଦିଲି ଥାନା ଅନ୍ତର୍ଗତ ମୁକୁନ୍ଦପୁର ପଞ୍ଚାୟତ ହାତିଖମ୍ବା ଗାଁ ନିକଟରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଜଣେ…

ଆତ୍ମହତ୍ୟା କଲେ ରଶ୍ମିରେଖାଙ୍କ ପୁରୁଷ ବନ୍ଧୁ ସନ୍ତୋଷ

ନିର୍ଭୟ ମିଡ଼ିଆ : ରାଉରକେଲା : ବହୁ ଚର୍ଚ୍ଚିତ ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ଆତ୍ମହତ୍ୟା ଉପରୁ ପରଦା ହଟି ନ ଥିବା ବେଳେ ଜୀବନ ହାରିଛନ୍ତି ତାଙ୍କ ପୁରୁଷ ବନ୍ଧୁ ସନ୍ତୋଷ ପାତ୍ର । ଗତକାଲି ବିଳମ୍ବିତ ରାତିରେ ରାଉରକେଲା…

ଆଜି ଦକ୍ଷିଣ ମୋଡ଼ ନେବେ ତିନି ରଥ

ନିର୍ଭୟ ମିଡ଼ିଆ : ପୁରୀ : ଗୁଣ୍ଡିଚା ମନ୍ଦିରରେ ସରି ସରି ଆସୁଛି ମହାପ୍ରଭୁଙ୍କ ଲୀଳାଖେଳା। ଗତକାଲି ହେରାପଞ୍ଚମୀ ନୀତି ସମାପ୍ତ ପରେ ଆଜିଠାରୁ ବାହୁଡାଯାତ୍ରା ପାଇଁ ଆରମ୍ଭ ହେବ ପ୍ରସ୍ତୁତି। ପ୍ରଥା ଓ ପରମ୍ପରା ଅନୁଯାୟୀ ହେରାପଞ୍ଚମୀ ପରଦିନ ଅର୍ଥାତ…

ଖାଉଟିଙ୍କ ଉପରେ ମହଙ୍ଗା ଛାଟ, ବଢ଼ିଲା ଘରୋଇ ଗ୍ୟାସ୍ ସିଲିଣ୍ଡର ଦର

ଏଜେନ୍ସୀ : ନୂଆଦିଲ୍ଲୀ : କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ଖାଉଟିଙ୍କ ଉପରେ ବାଜିଛି ମହଙ୍ଗା ଛାଟ । ବଢ଼ିଲା ଘରୋଇ ଗ୍ୟାସ୍ ସିଲିଣ୍ଡର ଦର । ୧୪.୨ କେଜି ଘରୋଇ LPG ସିଲିଣ୍ଡର ଦର ୫୦ ଟଙ୍କା…

ଆଜି ବାହାରିବ ମାଟ୍ରିକ ରେଜଲ୍ଟ

ନିର୍ଭୟ ମିଡ଼ିଆ : କଟକ : ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ଅପରାହ୍ନ ଗୋଟାଏରେ କଟକ ବୋର୍ଡ କାର୍ୟ୍ୟାଳୟରେ ମନ୍ତ୍ରୀ ସମୀର ଦାଶ ଉପସ୍ଥିତ ରହି ଆନୁଷ୍ଠାନିକ ଭାବେ ଫଳାଫଳ ଘୋଷଣା କରିବେ। ଏହାର ଏକ ଘଣ୍ଟା…