ଗୁଳିମାଡ଼ରେ ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ମୃତ୍ୟୁ
ଏଜେନ୍ସୀ : ଟୋକିଓ : ଗୁଳିମାଡ଼ରେ ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ମୃତ୍ୟୁ ଘଟିଛି। ଏକ ସଭାରେ ଭାଷଣ ଦେବା ବେଳେ ସିଞ୍ଜୋ ଆବେଙ୍କ ଉପରକୁ ଗୁଳିମାଡ଼ ହୋଇଥିଲା। ଗୁଳିମାଡ଼ରେ ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ମୃତ୍ୟୁ ଘଟିଛି।…