Day: 25 July 2022

ଗ୍ୟାସ ସିଲିଣ୍ଡର ଫାଟି ୨ ଗୁରୁତର

ନିର୍ଭୟ ମିଡ଼ିଆ : ଭୁବନେଶ୍ୱର : ଆଜି ସକାଳେ ରୋଷେଇ କଲାବେଳେ ସିଲିଣ୍ଡରରେ ନିଆଁ ଲାଗିଯାଇଥିଲା । ପରେ ପରିବାର ଲୋକ ସିଲିଣ୍ଡରଟିକୁ ରୋଷେଇ ଘରୁ ବାହାରକୁ ଆଣୁଥିଲେ । ଏହି ସମୟରେ ସିଲିଣ୍ଡରଟି ବିସ୍ଫୋରଣ ହୋଇଥିଲା । ଏଥିରେ ପରିବାରର…

୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ପ୍ରବଳ ବର୍ଷା ସମ୍ଭାବନା

ନିର୍ଭୟ ମିଡ଼ିଆ : ଭୁବନେଶ୍ୱର ଆଜିଠୁ ୨୬ ତାରିଖ ସକାଳ ଯାଏ ରାଜ୍ୟର ସବୁ ଜିଲ୍ଲାର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମ୍ମମ ବର୍ଷା ହେବାର ସମ୍ଭାବନା ରହିଛି । ୧୦ ଜିଲ୍ଲାରେ ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ…

ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୮ ଜଣଙ୍କ ଜୀବନ

ଏଜେନ୍ସୀ : ନୂଆଦିଲ୍ଲୀ : ଉତ୍ତର ପ୍ରଦେଶର ପୂର୍ବାଞ୍ଚଳ ଏକ୍ସପ୍ରେସ ୱେରେ ଦୁଇଟି ଡବଲ ଡେକର ବସ୍‌ ପରସ୍ପରକୁ ଧକ୍କା ଦେଇଥିବାରୁ ଚାଲି ଯାଇଛି ୮ ଜଣଙ୍କ ଜୀବନ । ଏହି ଦୁର୍ଘଟଣାରେ ଆଉ ୨୦ ଜଣଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ…

ରାଷ୍ଟ୍ରପତି ଭାବେ ଶପଥ ନେଲେ, ଓଡ଼ିଆ ଝିଅ ଦ୍ରୋପଦୀ ମୁର୍ମୁ

ଏଜେନ୍ସୀ : ନୂଆଦିଲ୍ଲୀ : ସବୁ ଅପେକ୍ଷାର ଅନ୍ତ ଘଟିଛି । ଦେଶର ପ୍ରଥମ ନାଗରିକ ହୋଇଛନ୍ତି ଓଡ଼ିଆ ଝିଅ ଦ୍ରୋପଦୀ ମୁର୍ମୁ । ଆଜି ସେ ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି । ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି…