Month: July 2022

ସେଣ୍ଟ୍ରିଂ ଭୁଶୁଡ଼ି ପଡ଼ିବାରୁ ଚାପି ହୋଇଗଲେ ଶ୍ରମିକ

ନିର୍ଭୟ ମିଡ଼ିଆ : ମାଲକାନଗିରି : ସେଣ୍ଟ୍ରିଂ ତଳେ ଚାପି ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ଏପରି ଘଟଣା ଘଟିଛି ମାଲକାନଗିରି ଜିଲ୍ଲା ଅନ୍ତର୍ଗତ ଖଇରପୁଟ ବ୍ଲକର । ମୃତ ଶ୍ରମିକ ଜଣଙ୍କ ହେଲେ ଦେବ ଶିଶା ।…

ଆସନ୍ତାକାଲି ୧୨ ଘଣ୍ଟିଆ ଢେଙ୍କାନାଳ ବନ୍ଦ

ନିର୍ଭୟ ମିଡ଼ିଆ : ଢେଙ୍କାନାଳ : ଆସନ୍ତାକାଲି ୧୨ ଘଣ୍ଟିଆ ଢେଙ୍କାନାଳ ବନ୍ଦ ଡାକରା ଦେଇଛି ଜିଲ୍ଲା ଓକିଲ ସଂଘ । ୫୫ ନମ୍ବର ଜାତୀୟ ରାଜପଥର ସମ୍ପ୍ରସାରଣ କାମ ଶେଷ ହେବାରେ ଅହେତୁକ ବିଳମ୍ବ ହେଉଥିବାରୁ ଜିଲ୍ଲା ଓକିଲ ସଂଘ…

ମାନସିକ ଅନଗ୍ରସର ବିଦ୍ୟାଳୟରେ ପଶିଲା ଭିଜିଲାନ୍ସ

ନିର୍ଭୟ ମିଡ଼ିଆ : ବ୍ରହ୍ମପୁର : ସମର୍ଥ ମାନସିକ ଅନଗ୍ରସର ବିଦ୍ୟାଳୟରେ ପଶି ଭିଜିଲାନ୍ସ ଟିମ୍‌ । ଏହି ବିଦ୍ୟାଳୟ କର୍ତ୍ତୃପକ୍ଷ ପିଲାଙ୍କ ଅର୍ଥ ହଡ଼ପ କରିଥିବା ନେଇ ଅଭିଯୋଗ ହେବା ପରେ ଏହାର ଖୋଲତାଡ଼ କରୁଛି ଭିଜିଲାନ୍ସ ଟିମ୍‌ ।…

ପରିବାର ଛୁଇଁଲାନି ମୃତଦେହ, ୩ କିମି ବୋହିନେଲା ପୁଲିସ୍‌

ନିର୍ଭୟ ମିଡ଼ିଆ : ସୁନ୍ଦରଗଡ଼ : ପୁଅ ଆଖି ବୁଜିବା ପରେ ଯେଉଁ ପରିବାର ଲୋକ ଓ ଆତ୍ମୀୟ ସ୍ୱଜନ ମୃତଦେହ ଛୁଇଁବାକୁ ମନା କରିଦେଲେ, ସେଠି ପୁଲିସ୍‌ ସାଜିଲା ବିପଦର ବନ୍ଧୁ । ଯେଉଁ ପୁଅର ମୃତଦେହକୁ କାନ୍ଧ ଦେବାକୁ…

ହୋଟେଲ ‘ନିମନ୍ତ୍ରଣ’ରେ ବଡ଼ ଧରଣର ଘୋଟାଲା: ୬ ମାସରେ ୧୭ ଲକ୍ଷ ଚଳୁ !

ନିର୍ଭୟ ମିଡ଼ିଆ : ଭୁବନେଶ୍ୱର : ୬ ମାସରେ ୧୭ ଲକ୍ଷ ୫୦ ହଜାର ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଛି । ହୋଟେଲ ‘ନିମନ୍ତ୍ରଣ’ରେ ବଡ଼ ଧରଣର ଘୋଟାଲା । ୧୭ ଲକ୍ଷ ୫୦ ହଜାର ଚଳୁ ଅଭିଯୋଗ ବନ୍ଧାହେଲେ…

ଆଜିଠୁ ପ୍ରବଳ ବର୍ଷିବ! ୧୩ ଜିଲ୍ଲାକୁ ୱାର୍ଣ୍ଣିଂ

ନିର୍ଭୟ ମିଡ଼ିଆ : ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗର ଆକଳନ ଅନୁସାରେ, ରାଜ୍ୟରେ ଆଜିଠାରୁ ୨୪ ତାରିଖ ପର୍ଯ୍ୟନ୍ତ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି । ଝାଡ଼ଖଣ୍ଡ ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ…

୧୨ ଶହ ନିକଟତର ହେଲା ରାଜ୍ୟରେ ଦୈନିକ କରୋନା ସଂକ୍ରମଣ

ନିର୍ଭୟ ମିଡ଼ିଆ : ଭୁବନେଶ୍ୱର ରାଜ୍ୟରେ ଆଜି ବି ୧୧ ଶହ ଉପରେ କରୋନା ସଂକ୍ରମଣ । ରାଜ୍ୟରେ ୨୪ ଘଣ୍ଟାରେ ୧୧୯୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟିନରୁ ୬୯୯, ଲୋକାଲ କେସ୍‌- ୪୯୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି…

ଟେଲି ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ରଙ୍କ ପରଲୋକ

ନିର୍ଭୟ ମିଡ଼ିଆ : ଭୁବନେଶ୍ୱର : ଓଡ଼ିଆ ଟେଲି ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ରଙ୍କ ପରଲୋକ ଘଟିଛି । ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ…

କିଏ ହେବେ ଦେଶର ରାଷ୍ଟ୍ରପତି, ଆଜି ଖୋଲିବ ଭାଗ୍ୟ

ଏଜେନ୍ସୀ : ନୂଆଦିଲ୍ଲୀ : ଦେଶ ପାଇବ ତାର ପଞ୍ଚଦଶ ରାଷ୍ଟ୍ରପତି । ଖୋଲିବ ବାଲଟ୍‌ ବକ୍ସ । ତେବେ କାହା ସପକ୍ଷରେ ଯାଇଛି ବିଧାୟକ ଓ ସାଂସଦଙ୍କ ମତ? ଏନଡିଏ ପ୍ରାର୍ଥୀ ଦ୍ରୋପଦୀ ମୁର୍ମୁ ନା ମିଳିତ ବିପକ୍ଷ ପ୍ରାର୍ଥୀ…

ମୁସେୱାଲା ହତ୍ୟାକାରୀଙ୍କୁ ଏନକାଉଣ୍ଟର

ଏଜେନ୍ସୀ : ଚଣ୍ଡିଗଡ : ଲୋକପ୍ରିୟ ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କୁ ହତ୍ୟା ମାମଲାରେ ପୁଲିସକୁ ମିଳିଛି ବଡ ସଫଳତା। ଆଜି ପଞ୍ଜାବର ଅମୃତସରର ଅଟାରୀ ନିକଟରେ ଏନ୍କାଉଣ୍ଟରରେ ମୁସେୱାଲାଙ୍କ ହତ୍ୟାରେ ସାମିଲ ଥିବା ଜଣେ ଗ୍ୟାଙ୍ଗଷ୍ଟର ଟଳିଛି। ଆଉ ଜଣଙ୍କୁ…