ପଦ୍ମଶ୍ରୀ କମଳା ପୂଜାରୀଙ୍କୁ ଏସସିବି ସ୍ଥାନାନ୍ତର
ନିର୍ଭୟ ମିଡ଼ିଆ : ଜୟପୁର : ପଦ୍ମଶ୍ରୀ କମଳା ପୂଜାରୀଙ୍କୁ କଟକ ବଡ଼ ମେଡିକାଲ(ଏସ୍ସିବି)କୁ ସ୍ଥାନାନ୍ତର କରାଯାଇଛି । ଅଧିକ ଚିକିତ୍ସା ପାଇଁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା କୋରାପୁଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତର ଦିଲୀପ ବିଶ୍ୱାଳ କହିଛନ୍ତି ।…