ଆଫ୍ରିକୀୟ ଦେଶ ଗାମ୍ବିଆରେ ୬୦ରୁ ଅଧିକ ଶିଶୁଙ୍କ ମୃତ୍ୟୁ.. ଔଷଧ ନମୁନାରେ ଡାଇ ଇଥାଇଲିନ୍ ଗ୍ଲାଇକଲ ଓ ଏଥିଲିନ୍ ଗ୍ଲାଇକଲ୍ ଥିବା ସୂଚନା..
ନୂଆଦିଲ୍ଲୀ: ଆଫ୍ରିକୀୟ ଦେଶ ଗାମ୍ବିଆରେ ୬୦ରୁ ଅଧିକ ଶିଶୁଙ୍କ ମୃତ୍ୟୁକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ସତର୍କ କରାଯିବା ପରେ ଏହାକୁ ଗୁରୁତର ସହ ନେଇଛନ୍ତି କେନ୍ଦ୍ର ସରକାର।ସେଣ୍ଟ୍ରାଲ ଡ୍ରଗସ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗାନାଇଜେସନ ପକ୍ଷରୁ ଘଟଣାର ତୁରନ୍ତ ତଦନ୍ତ…