Day: 5 November 2022

ପଦ୍ମପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା

ଧାମନଗର ଉପନିର୍ବାଚନ ଫଳାଫଳ ଆସନ୍ତାକାଲି ପ୍ରକାଶ ପାଇବାକୁ ଥିବା ବେଳେ ଆଜି ପଦ୍ମପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ଦେହାନ୍ତ ପରଠାରୁ ପଦ୍ମପୁର ବିଧାନସଭା ଆସନଟି ଖାଲି ପଡ଼ିଛି।ପଦ୍ମପୁର ବିଧାନସଭା…