Day: 9 November 2022

ଅଟୋ-ବାଇକ୍‌ ମୁହାଁମୁହିଁ ଧକ୍କା; ୨ମୃତ, ୪ ଆହତ

ନିର୍ଭୟ ମିଡ଼ିଆ : ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ନିକଟ ଭୁଇଁପୁର ଛକରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ଅଟୋ-ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୨ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୪ଜଣ ଆହତ ହୋଇଛନ୍ତି…

ଆଇନଜୀବୀଙ୍କ ଘର ଉପରକୁ ବୋମାମାଡ଼, ଜଣେ ଅଟକ

ନିର୍ଭୟ ମିଡ଼ିଆ : ପୁରୀ : ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ହାଇସିକ୍ୟୁରିଟିରେ ଥିବା ପୁରୀରେ ଗତକାଲି ବୋମାମାଡ଼ ହୋଇଛି । ଶ୍ରୀମନ୍ଦିର ନିକଟରେ ଥିବା ମାଟିମଣ୍ଡପ ସାହି ଅଙ୍ଗାରୁଆ ଗଳିରେ ଏହି ବୋମାମାଡ଼ ହୋଇଛି । ଯୁବ ଆଇନଜୀବୀ ସୁଭାଶିଷ ମହାନ୍ତିଙ୍କ…

ଆଜି ଛାଡ଼ଖାଇ; ସକାଳୁ ଜମିଲାଣି ଭିଡ଼

ନିର୍ଭୟ ମିଡ଼ିଆ : ଭୁବନେଶ୍ୱର : ଆଜି ଛାଡ଼ଖାଇ । ଧର୍ମ ମାସ କାର୍ତ୍ତିକ ଯୋଗୁ ପାଇଁ ମାସେ ହେଲା ଆମିଷ ଖାଇ ନ ଥିବା ଲୋକେ ଆଜି ଆମିଷ ଆଣିବା ପାଇଁ ସକାଳୁ ଭିଡ଼ ଜମାଇଦେଲେଣି । ଯୋଗକୁ ଏଥର…

ଯୁବକଙ୍କୁ ହତ୍ୟା କରି ରାସ୍ତା ଉପରେ ଫିଙ୍ଗିଦେଲେ

ନିର୍ଭୟ ମିଡ଼ିଆ : ସମ୍ବଲପୁର : ଜଣେ ଯୁବକଙ୍କୁ ହତ୍ୟା କରି ରାସ୍ତାକଡ଼ରେ ଫିଙ୍ଗି ଦେଇ ପଳାଇଲେ ଦୁର୍ବୃତ୍ତ । ଘଟଣାଟି ଘଟିଛି ସମ୍ବଲପୁର ଜିଲ୍ଲାର ବୁର୍ଲାରେ । ମୃତ ଯୁବକ ଜଣଙ୍କ ହେଲେ ରାମ ମେହେର । ତାଙ୍କ ଘର…

ମିଳିଲାନି ପ୍ରତିଶ୍ରୁତି; ପ୍ରତିବାଦରେ ଆଜି ୧୨ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

ନିର୍ଭୟ ମିଡ଼ିଆ : କଣ୍ଟାବାଞ୍ଜି : କଣ୍ଟାବାଞ୍ଜି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଲାଗି ରହିଥିବା ଅବ୍ୟବସ୍ଥାକୁ ପ୍ରତିବାଦ କରି ଦୁଇ ଦିନ ଅନଶନରେ ବସିଥିଲେ । ହେଲେ କୌଣସି ସରକାରୀ ବାବୁଙ୍କ ଦେଖା ମିଳିଲା ନାହିଁ କି କୌଣସି ପ୍ରତିଶ୍ରୁତି ମିଳିଲା ନାହିଁ…

ନବମ ଶ୍ରେଣୀ ଛାତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍‌

ନିର୍ଭୟ ମିଡ଼ିଆ : ସମ୍ବଲପୁର : ସ୍କୁଲ ଯାଉଥିବା ବେଳେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌ । ଏହି ଦୁଃଖଦ ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା ବିର୍ସା ମୁଣ୍ଡା ଛକ ନିକଟରେ । ମୃତ ଛାତ୍ରୀ ଜଣଙ୍କ…

ଜଷ୍ଟିସ ଚନ୍ଦ୍ରଚୂଡ଼ ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି

ଏଜେନ୍ସୀ : ନୂଆଦିଲ୍ଲୀ : ଦେଶର ୫୦ତମ ପ୍ରଧାନ ବିଚାରପତି(ସିଜେଆଇ) ଭାବେ ଶପଥ ନେଇଛନ୍ତି ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ । ତାଙ୍କୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ ପଦ ଓ ଗୋପନୀୟତାର ଶପଥ…