Day: 10 November 2022

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି, ଦିଆଗଲା ଗାର୍ଡ ଅଫ୍‌ ଅନର୍‌

ନିର୍ଭୟ ମିଡ଼ିଆ : ଭୁବନେଶ୍ୱର : ୨ ଦିନିଆ ଓଡ଼ିଆ ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ରାଷ୍ଟ୍ରପତି ହେବା ପରେ ଦ୍ରୋପଦୀ ମୁର୍ମୁଙ୍କ ଏହା ପ୍ରଥମ ଓଡ଼ିଶା ଗସ୍ତ ହୋଇଥିବାରୁ ସବୁଆଡ଼େ ଉତ୍ସାହ ଲାଗି ରହିଛି…