ମହାକାଶ ଗବେଷଣା କ୍ଷେତ୍ରରେ ନୂଆ ଯୁଗ, ଇସ୍ରୋ ପଠାଇଲା ପ୍ରଥମ ଘରୋଇ ରକେଟ
ଏଜେନ୍ସୀ : ନୂଆଦିଲ୍ଲୀ : ଇସ୍ରୋର ମହାକାଶ ଗବେଷଣା କ୍ଷେତ୍ରରେ ନୂଆ ଯୁଗର ଆରମ୍ଭ । ଦେଶର ପ୍ରଥମ ଘରୋଇ ରକେଟ ବିକ୍ରମ-ଏସ୍ର ସଫଳତାର ସହ ଉତକ୍ଷେପଣ ହୋଇଛି । ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାର ଲଞ୍ଚ ପ୍ୟାଡରୁ ଏହି ରକେଟ ଉତକ୍ଷେପଣ ହୋଇଛି…