Day: 30 January 2023

ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ

ନିର୍ଭୟ ମିଡ଼ିଆ : ଭୁବନେଶ୍ୱର : ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଗତକାଲି ଏଏସ୍‌ଆଇ ଗୋପାଳ ଦାସଙ୍କ ଗୁଳି ମାଡ଼ରେ ନିହତ ହେବା ପରେ ଆଜି ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି ।…

ସ୍ତ୍ରୀର ତଣ୍ଟିକାଟି ହତ୍ୟା କଲା ସଇତାନ ସ୍ୱାମୀ: ଅଭିଯୁକ୍ତ ଥାନାରେ ଅଟକ

ନିର୍ଭୟ ମିଡ଼ିଆ : ନିମାପଡ଼ା : ପୁରୀ ଜିଲ୍ଲା ନିମାପଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି । ଏଠାରେ ଥିବା ଦିଘାଲ ବସ୍ତିରେ ସ୍ତ୍ରୀର ତଣ୍ଟିକାଟି ହତ୍ୟା କରିଛି ସଇତାନ ସ୍ୱାମୀ । ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖି…

ନବ ଦାସଙ୍କୁ ଗୁଳିମାଡ଼ ଘଟଣା : ଏତଲା ଦେଲେ ବ୍ରଜରାଜନଗର ଥାନା ଅଧିକାରୀ

ନିର୍ଭୟ ମିଡ଼ିଆ : ବ୍ରଜରାଜନଗର : ନବ ଦାସଙ୍କୁ ଗୁଳିମାଡ଼ ଘଟଣାକୁ ନେଇ ବ୍ରଜରାଜନଗର ଥାନା ଅଧିକାରୀ ପ୍ରଦ୍ୟୁମ୍ନ ସ୍ୱାଇଁ (ଆଇଆଇସି) ଏତଲା ଦେଇଥିବା ଜଣାଯାଇଛି । କେସ୍‌ ନଂ-୩୪ରେ ଆଇପିସିର ଧାରା ୩୦୭ ଓ ଆର୍ମସ୍‌ ଆକ୍ଟ (୨୭) ୧…

ଡିଭାଇଡରରେ ପିଟି ହୋଇ ଜଳିଗଲା ଯାତ୍ରୀବାହୀ ବସ୍‌

ନିର୍ଭୟ ମିଡ଼ିଆ : ନୟାଗଡ଼ : ଆଜି ସକାଳୁ ନୟାଗଡ଼ ଜିଲ୍ଲା ବାଣୀଗୋଛା ଥାନା ଫାଲ୍‌ପାଦୁଠାରେ ଏକ ବସ୍‌ ଡିଭାଇଡରରେ ପିଟି ହୋଇ ହୁତୁହୁତୁ ହୋଇ ଜଳି ଯାଇଛି । ବସ୍‌ଟି ୨୦ ଯାତ୍ରୀଙ୍କୁ ଧରି ଖୋର୍ଦ୍ଧା ଜିଲ୍ଲା କୁହୁଡିଠାରେ ଥିବା…

ଝାରସୁଗୁଡ଼ାରେ ପହଞ୍ଚôଲା ନବ ଦାସଙ୍କ ପାର୍ଥିବ ଶରୀର

ନିର୍ଭୟ ମିଡ଼ିଆ : ଝାରସୁଗୁଡ଼ା : ଝାରସୁଗୁଡ଼ାରେ ପହଞ୍ଚିଲା ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପାର୍ଥିବ ଶରୀର । ସେଠାରେ ନିଜ ପ୍ରିୟ ନେତାଙ୍କୁ ସହରବାସୀ ଶେଷ ଦର୍ଶନ କରିବା ପରେ ମୃତଦେହକୁ ଅନ୍ତିମ ସଂସ୍କାର କରାଯିବ । ଏଥିନିମନ୍ତେ ଝାରସୁଗୁଡ଼ାରେ…