Day: 6 May 2023

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୩ଦିନିଆ ଓଡ଼ିଶା ଗସ୍ତର ଆଜି ହେଉଛି ଅନ୍ତିମ ଦିନ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୩ଦିନିଆ ଓଡ଼ିଶା ଗସ୍ତର ଆଜି ହେଉଛି ଅନ୍ତିମ ଦିନ। ଆଜି ରାଷ୍ଟ୍ରପତି ବାରିପଦାର ମହାରାଜା ଶ୍ରୀରାମଚନ୍ଦ୍ରଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେବେ। ଏହାସହ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଅପରାହ୍ନରେ ନୂଆଦିଲ୍ଲୀ ଫେରିଯିବେ…