Month: May 2023

ଷଷ୍ଠ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ଦୀପାଳି ଦାଶ ଆଗୁଆ

ଷଷ୍ଠ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ଦୀପାଳି ଦାଶ ଆଗୁଆ ଥିବା ସୂଚନା ମିଳିଛି। ସେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ଠାରୁ ୧୫, ୭୫୧ ଖଣ୍ଡ ଭୋଟ୍‌ରେ ଆଗୁଆ ଥିବା ସୂଚନା ରହିଛି। ବିଜେଡିକୁ ୩୫୬୦୯ ଭୋଟ ମିଳିଥିବା…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୩ଦିନିଆ ଓଡ଼ିଶା ଗସ୍ତର ଆଜି ହେଉଛି ଅନ୍ତିମ ଦିନ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୩ଦିନିଆ ଓଡ଼ିଶା ଗସ୍ତର ଆଜି ହେଉଛି ଅନ୍ତିମ ଦିନ। ଆଜି ରାଷ୍ଟ୍ରପତି ବାରିପଦାର ମହାରାଜା ଶ୍ରୀରାମଚନ୍ଦ୍ରଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେବେ। ଏହାସହ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଅପରାହ୍ନରେ ନୂଆଦିଲ୍ଲୀ ଫେରିଯିବେ…