Day: 3 June 2023

ମୃତକଙ୍କ ସଂଖ୍ୟା ୨୮୦ରେ ପହଞ୍ଚିଲାଣି

ବାଲେଶ୍ୱର ବାହାନଗାରେ ଗତ ରାତିରେ ଘଟିଥିବା ଭୟଙ୍କର ଟ୍ରେନ୍‌ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ୨୮୦ରେ ପହଞ୍ଚିଲାଣି। ଏଥିସହ ୯ଶହରୁ ଅଧିକ ଗୁରୁତର ହୋଇ ବିଭିନ୍ନ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଏନେଇ ସୂଚନା ଦେଇଛନ୍ତି ଓଡ଼ିଶା ଅଗ୍ନିଶମ ଡିଜି ସୁଧାଂଶଉ ଷଢଙ୍ଗୀ ।…

ଟ୍ରେନ ଦୁର୍ଘଟଣା ସ୍ଥଳରେ ସ୍ଥିତି ଅନୁଧ୍ୟାନ କରିବା ସହ ହସ୍ପିଟାଲରେ ଆହତଙ୍କୁ ଭେଟି ଆଲୋଚନା କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

ଟ୍ରେନ ଦୁର୍ଘଟଣା ସ୍ଥଳରେ ସ୍ଥିତି ଅନୁଧ୍ୟାନ କରିବା ସହ ହସ୍ପିଟାଲରେ ଆହତଙ୍କୁ ଭେଟି ଆଲୋଚନା କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

ପ୍ରଧାନମନ୍ତ୍ରୀ ମୋଦି ଆଜି ବାଲେଶ୍ବର ଆସିବେ

ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଥମେ ବାଲେଶ୍ୱର ବାହାନଗା ଦୁର୍ଘଟଣାସ୍ଥଳକୁ ଯାଇ ସମୀକ୍ଷା କରିବେ ପରେ କଟକ SCB ହସ୍ପିଟାଲରେ ଆହତଙ୍କୁ ଭେଟିବେ ସାଙ୍ଗରେ ରହିବେ ଦୁଇ କେନ୍ଦ୍ରମନ୍ତ୍ରୀ ।