Month: November 2023

ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ

ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମା ଥିବାରୁ ରାଜରାଜେଶ୍ୱର ବା ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ। ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ଏଥିପାଇଁ ଆଜି ରାତିସାରା ଶ୍ରୀମନ୍ଦିର ଖୋଲା ରହିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

ଟନେଲରେ ଫସିଥିବା ଶ୍ରମିକଙ୍କୁ ମିଳିଲା ଲ୍ୟାଣ୍ଡଫୋନ୍ ବ୍ୟବସ୍ଥା ।

ଟନେଲରେ ଫସିଥିବା ଶ୍ରମିକଙ୍କୁ ମିଳିଲା ଲ୍ୟାଣ୍ଡଫୋନ୍ ବ୍ୟବସ୍ଥା । ବିଏସଏନଏ ପକ୍ଷରୁ ଶ୍ରମିକଙ୍କ ପାଇଁ ଏହି ସୁବିଧା କରାଯାଇଛି । ଟନେଲରେ ଫସିଥିବା ଶ୍ରମିକମାନେ ଯେପରି ନିଜ ପରିବାର ସହ କଥାବାର୍ତା ହୋଇପାରିବେ ସେଥିପାଇଁ ବିଏସଏନଏଲ ଏହି ସୁବିଧା ଯୋଗାଇ ଦେଇଛି…

ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ସଂଧ୍ୟାରେ ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚିବାପରେ ରାଜଭବନରେ ବିଶ୍ରାମ ନେବେ। ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପାରାଦୀପରେ ହେବାକୁ ଥିବା ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି