Month: January 2024

ହେମନ୍ତ ସୋରେନ ଦେଲେ ଇସ୍ତଫା, ଚମ୍ପଇ ସୋରେନ ହେବେ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ

ରାଞ୍ଚି : ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ହେମନ୍ତ ସୋରେନ । ଇଡି ଟିମର ୬ ଘଣ୍ଟା ପଚରାଉଚରା ପରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ସିଧା ରାଜଭବନରେ ପହଞ୍ଚି ନିଜ ଇସ୍ତଫା ପ୍ରଦାନ କରିଛନ୍ତି । ରାଜ୍ୟପାଳ ତାଙ୍କ ଇସ୍ତଫା…

IIMCକୁ ମିଳିଲା ବିବେଚିତ ବିଶ୍ବବିଦ୍ୟାଳୟର ମାନ୍ୟତା

ଭୁବନେଶ୍ୱର: ୟୁଜିସିର ପରାମର୍ଶ ଆଧାରରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ମାସ୍ କମ୍ୟୁନିକେସନ୍ (ଆଇଆଇଏମ୍ସି) କୁ ‘ଡିମେଡ୍-ଟୁ-ବି ବିଶ୍ୱବିଦ୍ୟାଳୟ’ ମାନ୍ୟତା ଦିଆଯାଇଛି। ଭାରତରେ ଆଇଆଇଏମସି ସାମ୍ବାଦିକତା ଏବଂ ଗଣ ଯୋଗାଯୋଗ ଶିକ୍ଷା ଏବଂ ତାଲିମ କ୍ଷେତ୍ରରେ ଅଗ୍ରଣୀ…

ଫେବୃଆରୀ ୩ରୁ ଏକାମ୍ର ଉତ୍ସବ ଭାଷା; ସଂସ୍କୃତି ସମ୍ମିଳନୀ ସହ ଉତ୍ସବର ମଜା ନେବେ ରାଜଧାନୀବାସୀ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ଫେବୃଆରୀ ୩ରୁ ଫେବୃଆରୀ ୯ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଛି ଏକାମ୍ର ଉତ୍ସବ l ଓଡିଶା ପରି ଏକ ଭାଷାଭିତ୍ତିକ ରାଜ୍ୟକୁ ବିଶ୍ଵ ଦରବାରରେ ପହଞ୍ଚାଇବା ଲକ୍ଷ୍ୟରେ ରାଜ୍ଯ ସରକାର ପ୍ରଥମଥର ପାଇଁ…

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଚାର୍ଜ ଫ୍ରେମ୍

ଭୁବନେଶ୍ଵର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ତାଙ୍କ ପତ୍ନୀଙ୍କ ନାଁରେ ଭୁବନେଶ୍ଵର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦ୍ଵିତୀୟ ଥର ଚାର୍ଜ ଫ୍ରେମ୍ କରିଛନ୍ତି। ପୂର୍ବରୁ ଭିଜିଲାନ୍ସ କୋର୍ଟରେ ଉଭୟଙ୍କ ନାଁ ୩୦୦୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ ହୋଇଥିଲା। ଚାର୍ଜସିଟ୍ ରେ…

ରାଜଧାନୀ ଆପାର୍ଟମେଣ୍ଟରେ ଲୁଟ୍

ଭୁବନେଶ୍ୱର : ରାଜଧାନୀରେ ଲୁଟେରାଙ୍କ ଟାର୍ଗେଟରେ ରହିଛି ଆପାର୍ଟମେଣ୍ଟ। କିଛି ଦିନର ବ୍ୟବଧାନ ପରେ ପୁଣି ଆପାର୍ଟମେଣ୍ଟରୁ ଲୁଟ୍‌‌ ହୋଇଛି। ପୁଣି ଆପାର୍ଟମେଣ୍ଟରୁ ସିରିଜ ଲୁଟ୍‌‌ ହୋଇଛି। ପାହାଳ ଥାନା ଭୀମପୁର କଲ୍ୟାଣୀ ହାଇଟ୍ସର ୩ଟି ପ୍ଲାଟରୁ ଲୁଟ୍‌‌ ହୋଇଛି। ଘରେ…

ଜ୍ଞାନବାପି ମସଜିଦରେ ହିନ୍ଦୁ ମାନଙ୍କୁ ପୂଜା ପାଇଁ ମିଳିଲା ଅନୁମତି

ନୂଆଦିଲ୍ଲୀ:ଜ୍ଞାନବାପି ମସଜିଦ ମାମଲାରେ ଆସିଲା ବଡ଼ ନିଷ୍ପତି । ହିନ୍ଦୁ ପକ୍ଷକୁ ପୂଜା ଅନୁମତି ମିଳିଛି । ଏଣିକି ହିନ୍ଦୁମାନେ ସେଠାରେ ପୂଜା କରି ପାରିବେ। ସାତ ଦିନଭିତରେ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ । ବାରଣାସୀର ଜ୍ଞାନବାପି ମସଜିଦ୍ ସର୍ଭେ ନେଇ…

ଫେବୃଆରୀ ୬ରେ ଓଡିଶା ଆସିବେ ସାଂସଦ ରାହୁଲ ଗାନ୍ଧୀ

ଭୁବନେଶ୍ବର: ଫେବୃଆରୀ ୬ ତାରିଖରେ ଓଡିଶା ଆସିବେ ସାଂସଦ ରାହୁଲ ଗାନ୍ଧୀ। ୬ ତାରିଖ ସନ୍ଧ୍ୟାରେ ବୀରମିତ୍ରପୁରରେ ରାହୁଲ ଗାନ୍ଧୀଙ୍କୁ ସ୍ବାଗତ କରାଯିବ। ୩ଟି ସାଙ୍ଗଠନିକ ଜିଲ୍ଳାରେ ରାହୁଲ ଗାନ୍ଧୀଙ୍କ ନ୍ୟାୟ ଯାତ୍ରା କାର୍ଯ୍ୟକ୍ରମ ରହିଛି। ରାଉରକେଲା , ସୁନ୍ଦରଗଡ ଏବଂ…

କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲା ; ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ

କଟକ : କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ବୁଧବାର ହାଇକୋର୍ଟ ଶୁଣାଣି କରିଛନ୍ତି। ହାଇକୋର୍ଟରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି। ଅନ୍ତରୀଣ ଆଦେଶ ବଳବତ୍ତର ରଖିଛନ୍ତି। ସୂଚନାଯୋଗ୍ୟ ଯେ , ହାଇକୋର୍ଟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା…

ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନ ରେ ସମ୍ମାନିତ ହେବେ ବିଶିଷ୍ଟ ଭାଷାବିତ୍ ତକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ

ଭୁବନେଶ୍ଵର: ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ ବିଶିଷ୍ଟ ଭାଷାବିତ୍ ତକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ ଙ୍କୁ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନ ରେ ସମ୍ମାନିତ କରାଯିବ । ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ…

ବଜେଟ୍ ଅଧିବେଶନ ନୂଆ ଭବନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ

ଆଜିଠାରୁ ଆରମ୍ଭ ହୋଇଯାଇଛି ସଂସଦର ବଜେଟ୍ ଅଧିବେଶନ । ୧୭ଶ ଲୋକସଭାର ଏହା ହେଉଛି ଶେଷ ଅଧିବେଶନ । ଏହି ଅଧିବେଶନ ଫେବୃଆରୀ ୯ ତାରିଖ ପର୍ଯ୍ୟନ୍ତ ଚାଲିବ । ବଜେଟ୍ ଅଧିବେଶନର ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମିଳିତ…