Day: 3 January 2024

ବିକଶିତ ଭାରତ କାର୍ଯ୍ୟକ୍ରମକୁ ଧସେଇ ପଶିଲେ ଦୁବୃର୍ତ୍ତ

ଭଦ୍ରକ; ଭଦ୍ରକ ଜିଲ୍ଲା ଧାମନଗର ନିର୍ବାଚନମଣ୍ଡଳୀର ଚୁଡାକୁଟି ପଞ୍ଚାୟତ ରାଲିରେ ଜୋର ଜବରଦସ୍ତ ପ୍ରବେଶ କରି ଭଙ୍ଗାରୁଜା କରିଛନ୍ତି କିଛି ଦୁବୃର୍ତ୍ତ । ସୂଚନା ଅନୁସାରେ ଧାମନଗରରେ ବିଜେପିର ବିକଶିତ ଭାରତ ସଙ୍କଳ୍ପ ରଥ କାର୍ଯ୍ୟକ୍ରମ ଚାଲୁଥିବା ସମୟରେ ଅତର୍କିତ ଭାବରେ…

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟାର ତଦନ୍ତ ରିପୋର୍ଟ ସାର୍ବଜନୀନ କରାଯାଉ: ଜୟନାରାୟଣ ମିଶ୍ର

ଭୁବନେଶ୍ୱର: ଓଡ଼ିଶାର ଅନ୍ୟତମ ପ୍ରଜ୍ଞାପୁରୁଷ ତଥା ଲକ୍ଷ ଲକ୍ଷ ଆଦିବାସୀମାନଙ୍କର ଆଶାର ପ୍ରାଣକେନ୍ଦ୍ର ଥିବା ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟାକୁ ଆଜି ୧୫ବର୍ଷ ବିତିଗଲାଣି । କିନ୍ତୁ ବଡ ଆଶ୍ଚର୍ଯ୍ୟର ବିଷୟ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟାର ତଦନ୍ତ କମିଶନ ରିପୋର୍ଟ…

୧୧୫୬ କୋଟି ଟଙ୍କା ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଲକ୍ଷ୍ମଦ୍ୱୀପ କଭାରଟ୍ଟିରେ ୧୧୫୬ କୋଟି ଟଙ୍କା ମୂଲ୍ୟର ଅନେକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀ ମୋଦୀ ସମ୍ବୋଧିତ କରିବାବେଳେ କହିଛନ୍ତି ଯେ ଭାରତର ପ୍ରତ୍ୟେକ କ୍ଷେତ୍ରରେ ପ୍ରତ୍ୟେକ ନାଗରିକଙ୍କ ଜୀବନକୁ ସହଜ…

ନବୀନଙ୍କ ନୂଆ ବର୍ଷ ଭେଟି: ମେଡିକାଲ ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡ ରାଶି କଲେ ବୃଦ୍ଧି

ଭୁବନେଶ୍ୱର: ନର୍ସିଂ, ଫାର୍ମାସି ଓ ଆଲାଏଡ ମେଡିକାଲ ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡ ରାଶି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏମକେସିଜି ଗସ୍ତ ବେଳେ ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନଙ୍କୁ ଛାତ୍ରଛାତ୍ରୀମାନେ ସେମାନଙ୍କ ଷ୍ଟାଇପେଣ୍ଡର ବୃଦ୍ଧି ପାଇଁ ଅନୁରୋଧ କରିଥିଲେ। ଛାତ୍ରଛାତ୍ରୀଙ୍କ ଅନୁରୋଧକୁ…

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଆଜି ବଲାଙ୍ଗୀରରେ ଲୋୟର ସୁକତେଳ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲୋୟର ସୁକତେଲ ପ୍ରକଳ୍ପ ଦ୍ବାରା ବଲାଙ୍ଗୀରର ଚାଷୀଭାଇ ମାନଙ୍କର ଜଳ କଷ୍ଟ ଦୂର ହେଲା । ସୁକତେଲ ପ୍ରକଳ୍ପ ବଲାଙ୍ଗୀରର ଜଳସେଚନ…

ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ୯୭ତମ ଜୟନ୍ତୀ ଅବସରରେ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ବଡ଼ ପ୍ରତିକ୍ରିୟା

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆସାମର ପୂର୍ବତନ ରାଜ୍ୟପାଳ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ୯୭ତମ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବ ଆଜି ଜୟଦେବ ଭବନରେ ଅନୁଷ୍ଠିତ ହୋଇଥିଲା। ଚଳିତବର୍ଷ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତିର ସୁରକ୍ଷା ପାଇଁ ପଦ୍ମଶ୍ରୀ ଦେବୀ…

କୋଭିଡ ଅପଡେଟ: ପୁଣି ଚିହ୍ନଟ ହେଲେ ୫ ଆକ୍ରାନ୍ତ

ଭୁବନେଶ୍ୱର: ଦେଶରେ ଉପରମୁହାଁ ହେଉଛି କରୋନା । ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମଣ ମାମଲା । ଏଥି ମଧ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ…

ମଝି ଚିଲିକାରେ ଫସିଲା ଡଙ୍ଗା; ପଢନ୍ତୁ ପୁରା ଖବର

ବ୍ରହ୍ମଗିରି: ମଝି ଚିଲିକା ଫସିଲା ଡଙ୍ଗା ।ସୂଚନା ଅନୁଯାୟୀ ଯାତ୍ରୀ ବାହି ଡଙ୍ଗାର ମେସିନ ଖରାପ ଯୋଗୁ ଫସି ରହିଥିଲା।ଡଙ୍ଗାରେ ପ୍ରାୟ ୨୫ ଜଣ ଯାତ୍ରୀ ଥିବାବେଳେ ୧୦ଟି ବାଇକ୍ ଥିବା ଜଣାପଡିଛି। ଖବର ଅନୁଯାୟୀ, ଆଜି ସକାଳ ୧୦.୩୦ ମିନିଟ୍‌ରେ…

ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ ଘଟଣା: ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର: ଭୁବନେଶ୍ୱର ହାଇଟେକ୍ ହସ୍ପିଟାଲରେ ହୋଇଥିବା ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ବର୍ତମାନ ମୃତକଙ୍କ ସଂଖ୍ୟା ୨ରେ ପହଞ୍ଚିଛି। ସୂଚନା ଅନୁଯାୟୀ ମୃତକଙ୍କ ଏବେ ପର୍ଯ୍ୟନ୍ତ ପରିଚୟ ମିଳିପାରିନାହିଁ। ଏବେ ବି ଆଉ ୨ ଜଣ…