Day: 5 January 2024

ପ୍ରକାଶ ପାଇଲା ରାଜ୍ୟର ଚୂଡ଼ାନ୍ତ ଭୋଟର ତାଲିକା

ପ୍ରକାଶ ପାଇଲା ରାଜ୍ୟର ଚୂଡ଼ାନ୍ତ ଭୋଟର ତାଲିକା । ମୋଟ୍ ଭୋଟର ସଂଖ୍ୟା ୩ କୋଟି ୩୨ ଲକ୍ଷ ୩୬ ହଜାର ୩୬୦ । ପ୍ରେସମିଟ୍‌ରେ ସୂଚନା ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ । ସେଥିରୁ ପୁରୁଷ ଭୋଟରଙ୍କ ସଂଖ୍ୟା ୧…

ରାଉରକେଲାରେ ବିଜେପିର ମାନସ ମନ୍ଥନ

ଭୁବନେଶ୍ବର: ଆଗାମୀ ସାଧାରଣ ନିର୍ବାଚନ ରାଜନୈତିକ ଦଳଗୁଡ଼ିକ ସକ୍ରିୟ ଦେଖାଯାଇଛି। ନେତାମାନେ ଲୋକ ସମର୍ଥନ ସଂଗ୍ରହ କରିବାରେ ବ୍ୟସ୍ତ ରହୁଛନ୍ତି। ଆଗାମୀ ଦିନରେ କେନ୍ଦ୍ରୀୟ ନେତାମାନେ ମଧ୍ୟ ଓଡ଼ିଶା ଗସ୍ତରେ ଆସିବେ। ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି, ୨୧…

ଆଠଗଡ଼ରେ ବିକଶିତ ଭାରତ ସଂକଳ୍ପ ରଥକୁ ଭଙ୍ଗାରୁଜା

ଆଠଗଡ଼: ଆଜି ଅପରାହ୍ନରେ କେନ୍ଦ୍ର ସରକାରଙ୍କ ଲୋକାଭିମୁଖୀ ଯୋଜନାର ପ୍ରଚାର ପାଇଁ ପରିଭ୍ରମଣ କରୁଥିବା ବିକଶିତ ଭାରତ ସଂକଳ୍ପ ରଥକୁ ଦୁର୍ବୃତ୍ତମାନେ ଭଙ୍ଗାରୁଜା କରିଛନ୍ତି। ସୂଚନା ଅନୁଯାୟୀ ଷଠିଲୋ ପଞ୍ଚାୟତରେ ଗାଡ଼ି LED ଭାଙ୍ଗିବା ସହ ଫ୍ଲେକ୍ସ ଚିରିଛନ୍ତି ଦୁର୍ବୃତ୍ତ। ଏଥିସହ…

କଟକରେ ନୂଆ-ଓ କାର୍ଯ୍ୟକ୍ରମ : ଛାତ୍ରଛାତ୍ରୀଙ୍କୁ ଦେଲେ ସଫଳତାର ଗୁରୁମନ୍ତ୍ର

କଟକ : କଟକ ବାଲିଯାତ୍ରା ତଳ ପଡିଆରେ ନୂଆ-ଓ କାର୍ଯ୍ୟକ୍ରମ। ଏଥିରେ ଯୋଗ ଦେଇଥିଲେ ଫାଇଭ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ନୂଆ ଓ କାର୍ଯ୍ୟକ୍ରମରେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ସଫଳତାର ଗୁରୁମନ୍ତ୍ର ଦେଇଛନ୍ତି 5T ଅଧ୍ୟକ୍ଷ। ଛାତ୍ରଛାତ୍ରୀଙ୍କ ପ୍ରତିଭା ବିକାଶ…

ବିଜେଡିରୁ ବହିଷ୍କୃତ ହେଲେ ସମ୍ବଲପୁର ଜିଲ୍ଲା ଉପଦେଷ୍ଟା ପ୍ରମୋଦ ରଥ

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ବିଜେଡି ଉପଦେଷ୍ଟା ପ୍ରମୋଦ ରଥଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ବହିଷ୍କୃତ ହୋଇଥିବା ସୂଚନା ମିଳିଛି । ଏନେଇ ସୂଚନା ଦେଇଛନ୍ତି ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ।…

ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ ମାମଲା; ସାମ୍ନାକୁ ଆସିଲା ବଡ଼ ଟ୍ୱିଷ୍ଟ୍

ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଘଟଣାକୁ ନେଇ ବଡ଼ ଟ୍ୱିଷ୍ଟ । ଦୁର୍ଘଟଣାରେ ମୃତକଙ୍କ ପରିଚୟକୁ ନେଇ ଉପୁଜିଛି ବିବାଦ । ମୃତ ଘୋଷିତ ହୋଇଥିବା ଦିଲ୍ଲୀପ ସାମନ୍ତରାୟ ଜୀବିତ କି ମୃତ ତାକୁ ନେଇ ନ୍ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି । ଗତ…