Day: 16 January 2024

ଜାନୁଆରୀ ୧୭ ଓ ୨୨ ରେ କେନ୍ଦ୍ରାପଡ଼ା ଜିଲ୍ଲାରେ ମଦ ବିକ୍ରି ନିଷେଧ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାପାଳ ନେଇଛନ୍ତି ଏକ ବଡ଼ ନିଷ୍ପତ୍ତି ।ଆସନ୍ତାକାଲି ଜାନୁଆରୀ ୧୭ ଏବଂ ଜାନୁଆରୀ ୨୨ ତାରିଖରେ ସମସ୍ତ ମଦ ଦୋକାନ ବନ୍ଦ କରିବା ପାଇଁ ଜିଲ୍ଲାପାଳଙ୍କ ତରପରୁ ନିର୍ଦ୍ଦେଶ ଜାରି କରାଯାଇଛି । ସାରା ଜିଲ୍ଲାରେ ବନ୍ଦ ରହିବ…

ଜାନୁଆରୀ ୨୨ରେ ଓଡିଶାରେ ଛୁଟି ଘୋଷଣା ପାଇଁ ବିଜେପିର ଦାବି

ଭୁବନେଶ୍ବର: ରାଜ୍ୟ ସରକାର ଆସନ୍ତା ୨୨ ତାରିଖକୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରନ୍ତୁ। ଏହାସହ ସେ ଦିନ ରାଜ୍ୟରେ ସମସ୍ତ ମଦ ଦୋକାନ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଅନ୍ତୁ। ୫ଶହ ବର୍ଷର ସଂଘର୍ଷ ପରେ…

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ

ଦେବଗଡ: ଧାନମଣ୍ଡି ଅବ୍ୟବସ୍ଥା ନେଇ ଆଜି ୧୨ ଘଣ୍ଟିଆ ଦେବଗଡ଼ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦକୁ ସମର୍ଥନ କରୁଛି ଜିଲ୍ଲା କୃଷକ ସଂଘ। ସକାଳ ୬ଟାରୁ ସନ୍ଧ୍ୟା…

ନବୀନ ପଟ୍ଟନାୟକଙ୍କୁ ସିଧା ଟାର୍ଗେଟ କଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ତୀବ୍ର ସମାଲୋଚନା କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବ କାର୍ଯ୍ୟକ୍ରମରେ ସାମିଲ ହୋଇ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶ୍ନ କରିଛନ୍ତି ଧର୍ମେନ୍ଦ୍ର।…

ଜଗନ୍ନାଥଙ୍କ ଅର୍ପଣ ରଥରେ ପରିବା ବିକ୍ରି! ମହାପ୍ରଭୁଙ୍କ ଘୋର ଅପମାନ!

ପୁଣି ସାମ୍ନାକୁ ଆସିଲା ଅର୍ପଣ ରଥ ନାଁରେ ଜଗନ୍ନାଥଙ୍କୁ ଅବମାନନା । ଅର୍ପଣ ରଥରେ ପରିବା ବିକ୍ରି ହେଉଥିବା ଭିଡ଼ିଓ ସୋସିଆଲ ମିଡିଆରେ ଏବେ ଭାଇରାଲ ହେଉଛି । ଏହି ଦୃଶ୍ୟ ଦେଖିବାକୁ ମିଳିଛି ବାଲେଶ୍ଵର ଜିଲ୍ଲା ସିମୁଳିଆ ଜାମୁଝାଡି ଅଞ୍ଚଳରେ…

କଟକରେ ମୋ ବସ୍ ଦୁର୍ଘଟଣା; ପଢନ୍ତୁ ପୁରା ଖବର

କଟକ: କାରକୁ ଧକ୍କା ଦେଲେ ମୋ ବସ୍‍ । ଆଜି ସକାଳୁ କଟକ ଜିଲା ବାରଙ୍ଗ ଛକରେ ଏହି ଦୁର୍ଘଟଣା ଘଟିଛି । କାରଟି ଯାତ୍ରୀଙ୍କୁ ନେଇ କଟକରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା । ଏହି ସମୟରେ ମୋ ବସ କାରକୁ…

ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ଚଳଚଞ୍ଚଳ ପୁରୀ ସହର

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପରିପ୍ରେକ୍ଷୀରେ ଶ୍ରୀକ୍ଷେତ୍ର ପୁରୀରେ ଚାଲିଛି ପବିତ୍ର ମହାଯଜ୍ଞ । ଯଜ୍ଞ ସ୍ଥଳରେ ଅଙ୍କୁର ପୂଜା, ମଣ୍ଡଳ ଓ ଧ୍ବଜା ସ୍ଥାପନ ଆଦି ସମାପନ ସହିତ ସୂର୍ଯ୍ୟ ପୂଜା, ଆରତୀ ଓ ପୁଷ୍ପାଞ୍ଜଳି ଆଦି…