Day: 20 January 2024

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ‘ଶକ୍ତି ବନ୍ଦନ କର୍ମଶାଳା’ ଅନୁଷ୍ଠିତ

ଭୁବନେଶ୍ୱର : ମାଁ, ଭଉଣୀମାନଙ୍କୁ ସଶକ୍ତୀକରଣ କରିବା ପାଇଁ ମୋଦି ସରକାର ସଂକଳ୍ପବଦ୍ଧ । ମୋଦି ଗ୍ୟାରେଂଟି ପ୍ରତି ସମଗ୍ର ଦେଶବାସୀ ଆସ୍ଥା ପ୍ରକଠ କରିଛନ୍ତି । ଆଗାମୀ ସାଧାରଣ ନିର୍ବାଚନରେ ଓଡିଶାବାସୀ ମଧ୍ୟ ମୋଦି ଗ୍ୟାରେଂଟି ପ୍ରତି ଆସ୍ଥା ପ୍ରକଟ…

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲାକୁ ଓ ମାହାଲ ମାଣ୍ଡାକୁ ନେଇକି କିଛି ଏମିତି କହିଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣର ଶିକ୍ଷକ ନିଯୁକ୍ତି ପରୀକ୍ଷାର ଜଣେ ପରୀକ୍ଷାର୍ଥୀଙ୍କ ଆଡମିଟ କାର୍ଡକୁ ନେଇ ଏବେ ଅନେକ ଚର୍ଚ୍ଚା ହେଉଛି। କାରଣ ଏହି ପରୀକ୍ଷାରେ ଭାଗ ନେଇଥିବା ଉକ୍ତ ପରୀକ୍ଷାର୍ଥୀଙ୍କର ନାମ ହେଉଛି “ମାହାଲ ମାଣ୍ଡା”। ଏହା…

ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବ ପାଇଁ ଆଡଭାଇଜରି ଜାରି; ପଢ଼ନ୍ତୁ ସଂପୂର୍ଣ୍ଣ ଖବର

ନୂଆଦିଲ୍ଲୀ: ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ସମାରୋହ ପୂର୍ବରୁ ଅନେକ ଭୁଲ ସୂଚନା ବିଭିନ୍ନ ସାଇଟ୍ ଏବଂ ସୋସିଆଲ୍ ମିଡିଆ ପ୍ଲାଟଫର୍ମରେ ଦେଖିବାକୁ ମିଳୁଛି । ଏହାକୁ ନେଇ ଏବେ ସରକାର ଆକ୍ସନ ମୋଡକୁ ଆସିଛନ୍ତି । ସରକାର ମିଡିଆ ଆଉଟଲେଟ୍ସ,…

ଭିଜିଲାନ୍ସ ଜାଲରେ ଲାଞ୍ଚୁଆ RI

ଭଦ୍ରକ: ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ବନ୍ତ ତହସିଲ ଅଧିନ କେନ୍ଦୁଆପଦା RI ଶରତ କୁମାର ଜେନା । ଜମିର କିସମ ପରିବର୍ତ୍ତନ ଲାଗି ଆବେଦନ କରିଥିବା ଜଣେ ବ୍ୟକ୍ତିଙ୍କ ଠାରୁ ଶରତ ୯ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ…

୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭିତ୍ତପ୍ରସ୍ତର ସ୍ଥାପନା

ଭୁବନେଶ୍ୱର: ମୂଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ (Instream Storage Structure) ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। ଏଥିପାଇଁ ୪,୬୦୦ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ଅବସରରେ…

ବ୍ୟବସାୟୀ ଘନଶ୍ୟାମ ଡାଲମିଆଙ୍କ ପୁଅକୁ ଅଟକ ରଖିଲା IT ବିଭାଗ

ଭୁବନେଶ୍ଵର: ଆୟକର ଠକେଇ ଅଭିଯୋଗରେ ଜଣାଶୁଣା କୋଇଲା ବ୍ୟବସାୟୀ ଶିଳ୍ପପତି ଘନଶ୍ୟାମ ଡାଲମିଆଙ୍କ ପୁଅଙ୍କୁ ଅଟକ ରଖି ପଚାଉଚରା କରିଛି IT ବିଭାଗ। ଟିକସ ଫାଙ୍କି ଅଭିଯୋଗରେ ଡାଲମିଆଙ୍କ ବିଭିନ୍ନ ଠିକଣାରେ ରେଡ ହୋଇଥିଲା। ସୂଚନା ଅନୁଯାୟୀ ପଶ୍ଚିମବଙ୍ଗ, ଓଡ଼ିଶା ଓ…

ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ବିୟୋଗ

ଜଳେଶ୍ୱର : ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ନିର୍ବାଚନ ମଣ୍ଡଳୀର ଥିଲେ ପୂର୍ବତନ ବିଧାୟକ । ମୃତ୍ୟୁବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା । ସୂଚନା ଅନୁଯାୟୀ, ଜୟନାରାୟଣ ଦୀର୍ଘ ଦିନ ହେଲା ବିଭିନ୍ନ…

ଆରପାରିରେ ପୂର୍ବତନ ସାଂସଦ ଅନାଦି ଚରଣ ସାହୁ

ଭୁବନେଶ୍ୱର: ପରଲୋକରେ ପୂର୍ବତନ ସାଂସଦ ତଥା ଅବସରପ୍ରାପ୍ତ ଆଇପିଏସ ଅଧିକାରୀ ଅନାଦି ଚରଣ ସାହୁ। ୧୯୯୯ ମସିହାରେ ବ୍ରହ୍ମପୁର ଲୋକସଭା ଆସନରୁ ବିଜେପି ଟିକେଟରେ ନିର୍ବାଚିତ ହୋଇଥିଲେ ଅନାଦି। କଟକର ସିଡିଏ ସ୍ଥିତ ବାସଭବନରେ ୮୪ ବର୍ଷ ବୟସରେ ତାଙ୍କର ପରଲୋକ…

ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ

ନିର୍ଭୟ ମିଡ଼ିଆ : ଭୁବନେଶ୍ୱର ଜଳେଶ୍ୱରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କର ଦେହାନ୍ତ ଘଟିଛି । ଦୀର୍ଘ ଦିନ ଧରି ଜଟିଳ ରୋଗରେ ପୀଡିତ ଥିଲେ ଜୟନାରାୟଣ । ଏମ୍ସରେ ଚିକିତ୍ସିତ ହେଉଥିଲା ବେଳେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁ…