Day: 21 January 2024

ଶ୍ରୀରାମଲଲାଙ୍କ ପ୍ରାଣପ୍ରତିଷ୍ଠା ପାଇଁ ଉତ୍ସବମୁଖର ସମଗ୍ର ଦେଶ

ନୂଆଦିଲ୍ଲୀ: ଅଯୋଧ୍ୟାରେ ଶ୍ରୀରାମଲଲା ବିରାଜମାନର ପ୍ରାଣ ପ୍ରତିଷ୍ଠା ସମାରୋହକୁ ଐତିହାସିକ କରିବାପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସୋମବାର ଅଯୋଧ୍ୟାରେ ରାମଲଲାଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ । ଏହି ଭବ୍ୟ ଉତ୍ସବକୁ ଦେଖିବାପାଇଁ ହଜାର ହଜାର ସଂଖ୍ୟାରେ ରାମଭକ୍ତ…

ମହିଳାଙ୍କୁ ଏମିତି ସହାୟତା କଲେ ରାଜ୍ୟପାଳ ରଘୁବର ଦାସ; ପଢନ୍ତୁ ପୁରା ଖବର

ଯାଜପୁର: ରାଜ୍ୟପାଳ ରଘୁବର ଦାସ ଦିନିକିଆ ଯାଜପୁର ଜିଲା ଗସ୍ତରେ ଆସି ପ୍ରଥମେ ମା ବିରଜାଙ୍କ ଦର୍ଶନ କରିବା ସହ ଦଶରଥପୁର ବ୍ଲକ ର ବିଭିନ୍ନ ଅଞ୍ଚଳ କୁ ଯାଇ ବିଭିନ୍ନ ବ୍ୟକ୍ତି ବିଶେଷଙ୍କୁଭେଟିଛନ୍ତି । ପ୍ରଥମେ ଖଣ୍ଡରା ପଂଚାୟତ କାର୍ଯ୍ୟାଳୟ…

ସୋଏବ ମଲିକଙ୍କ ତୃତୀୟ ବିବାହ, ସାନିଆ ମିର୍ଜା ନିରାଶ

ଭାରତୀୟ ଟେନିସ୍‌ ସୁପରଷ୍ଟାର ସାନିଆ ମିର୍ଜାଙ୍କ ସହ ୧୩ ବର୍ଷର ସମ୍ପର୍କ ଛିନ୍ନ କରି ତୃତୀୟ ଥର ବିବାହ କରିଛନ୍ତି ପାକିସ୍ତାନୀ କ୍ରିକେଟର ସୋଏବ ମଲିକ। ପାକିସ୍ତାନୀ ଅଭିନେତ୍ରୀ ସନା ଜାଭେଦ୍‌ଙ୍କ ସହ ସୋଏବ ବିବାହର ଫଟୋ ନିଜ ସୋସିଆଲ ମିଡିଆରେ…

ସଡକ ଦୁର୍ଘଟଣାରେ ଫିଲ୍ମ ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର

କଟକ: କଟକ ନିକଟ ମଙ୍ଗୁଳି ଛକରେ ଦୁର୍ଘଟଣା । କାର ଦୁର୍ଘଟଣାରେ ଫିଲ୍ମ ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଚୌଦ୍ବାର ଦମକଳ ବାହିନୀ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛି। ତେବେ ତାଙ୍କୁ କଟକ…