Day: 24 January 2024

ସଂଜୀବ ପଣ୍ଡା ହେଲେ ଭୁବନେଶ୍ବର-କଟକ ଟୁଇନ୍‌ ସିଟି ପୁଲିସ କମିସନର

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ଆଇପିଏସ ସ୍ତରରେ ବଡ ଅଦଳବଦଳ କରିଛନ୍ତି। ସଂଜୀବ ପଣ୍ଡାଙ୍କୁ କଟକ-ଭୁବନେଶ୍ୱର ଟ୍ଵିନ ସିଟି ପୁଲିସ କମିଶନର ଭାବେ ଅବସ୍ଥାପିତ କରାଯାଇଥିବା ବେଳେ ପୁଲିସ କମିଶନର ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଛି।…

ଶିମିଳିପାଳରେ କଳାବାଘ ଦେଖିବେ ପର୍ଯ୍ୟଟକ; ସଫାରୀ ନେଇ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର: ଶିମିଳିପାଳ ଅଭୟାରଣ୍ୟରେ କଳାବାଘ ସଫାରୀ ହେବ। ପର୍ଯ୍ୟଟକମାନଙ୍କୁ ସଫାରୀ ଭିତରେ କଳାବାଘ ଦେଖିବାର ନିଆର ସୁଯୋଗ ମିଳିବ। ରାଜ୍ୟ ସରକାର ଏଥିପାଇଁ ପଦକ୍ଷେପ ନେବାକୁ ଯାଉଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏହି ସୂଚନା…

ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍‌ ଲୋକାର୍ପିତ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସତ୍ୟବାଦୀ ଠାରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍ ଲୋକାର୍ପିତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ସମୟ ହେଉଛି ଓଡ଼ିଆ ଜାତି ପାଇଁ ଏକ ଗୌରବମୟ ସମୟ। ସେ କହିଲେ…

କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ବିଜେଡି ବିଧାୟକ ବଳଭଦ୍ର ମାଝୀ

ବିଜେଡିର ପୂର୍ବତନ ବିଧାୟକ ବଳଭଦ୍ର ମାଝୀ ଆଜି ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। କଳାହାଣ୍ଡି ଜିଲ୍ଲା ସଦର ମହକୁମା ଭବାନୀପାଟଣାରେ ଆଜି ଆୟୋଜିତ କଂଗ୍ରେସର ମିଶ୍ରଣ ପର୍ବରେ ସମର୍ଥକଙ୍କ ସହ ବଳଭଦ୍ର ମାଝୀ ହାତ ଧରିଛନ୍ତି। ଏଥିଲାଗି ଆୟୋଜିତ ମିଶ୍ରଣ…

ଘାଟିରେ ଟ୍ରକ୍ ଓଲଟିବା ଘଟଣା: ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୟୁରଭଞ୍ଜ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ । ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା, ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ମୟୁରଭଞ୍ଜର…

ଘନ କୁହୁଡି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର : ଉପକୂଳ ଓଡିଶାର ବଙ୍ଗୋପସାଗର ଅଞ୍ଚଳରେ ଗୁରୁଚାପ ସକ୍ରିୟ ରହିଛି। ଏଥିପାଇଁ ଉପକୂଳ ଏବଂ ଏହାର ପାଶ୍ବବର୍ତ୍ତୀ ଅଞ୍ଚଳରେ ଘନ କୁହୁଡି ଦେଖାଦେଇଛି। ଘନ କୁହୁଡି ନେଇ ଶନିବାର ପାଇଁ ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କନ୍ଧମାଳ,…

ଘାଟିରେ ଓଲଟିଲା ଯାତ୍ରାପାର୍ଟି ଟ୍ରକ୍; ଅନେକ ମୃତାହତ

ବାରିପଦା: ଘାଟିରେ ଖସିଲା ଯାତ୍ରାପାର୍ଟି ଟ୍ରକ୍ । ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଲୋକ ଗୁରୁତର ହୋଇଛନ୍ତି । ଟ୍ରକ୍ ତଳେ କିଛି ଲୋକ ଚାପି ହୋଇ ରହିଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ,…

କୋହଲିଙ୍କ ସ୍ଥାନ ନେବେ ରଜତ ପାଟିଦାର

ନୂଆଦିଲ୍ଲୀ: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟେଷ୍ଟ ସିରିଜ୍ ଆଜି ରୁ ଆରମ୍ଭ ହେଉଛି। ଦୁଇ ଦଳ ମଧ୍ୟରେ ପ୍ରଥମ ମ୍ୟାଚ୍ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯିବ। ଭେଟେରାନ ବ୍ୟାଟ୍ସମ୍ୟାନ୍ ବିରାଟ କୋହଲି ସିରିଜର ପ୍ରଥମ ଦୁଇଟି ମ୍ୟାଚ୍…

ଆରପାରିରେ କଟକ SCB ଜରୁରୀକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣା

କଟକ: କଟକ SCBର ଜରୁରୀକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣାଙ୍କ ପରଲୋକ ହୋଇଯାଇଛି । SCB ମେଡ଼ିକାଲ କଲେଜରେ ୬୯ ବୟସରେ ତାଙ୍କର ଦେହାନ୍ତ ହୋଇଛି। କଟକ ଏସସିବି ଜରୁରୀକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣାଙ୍କ ପରଲୋକ ହୋଇଥିବା ନେଇ ସୂଚନା…