Day: 28 January 2024

୯ମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ କୁମାର

ପାଟନା: ବିହାରରେ ଦେଖାଦେଇଥିବା ରାଜନୈତିକ ଅସ୍ଥିରତା ରବିବାର ରୋଚକ ମୋଡ଼ ନେଇଛି। ପୁଣି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଜେଡିୟୁ ଅଧ୍ୟକ୍ଷ ନୀତୀଶ କୁମାର। ରବିବାର ସକାଳେ ମହାମେଣ୍ଟରୁ ଓହରି ପଦରୁ ଇସ୍ତଫା ଦେଇଥିବା ନୀତୀଶ ସନ୍ଧ୍ୟାରେ ଏନଡିଏ ସମର୍ଥନରେ ୯ମ…

ଫେବୃଆରୀରେ ୨ ଥର ଓଡ଼ିଶା ଗସ୍ତରେ ଆସିବେ ମୋଦୀ

ଭୁବନେଶ୍ୱର: ଗୋଟିଏ ସପ୍ତାହ ଭିତରେ ଦୁଇ ଦୁଇ ଥର ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଫେବୃୟାରୀ ୩ ତାରିଖ ପରେ ପୁଣି ଫେବୃୟାରୀ ୧୦ ତାରିଖରେ ଓଡ଼ିଶା ଆସିପାରନ୍ତି ମୋଦୀ । ଭୁବନେଶ୍ୱରରେ ୧୪ ରାଜ୍ୟର ୨୫ ହଜାରରୁ…

ବିହାର ରାଜନୀତିରେ ପଟ୍ଟ ପରିବର୍ତ୍ତନ; ନୀତିଶ କୁମାର ଏନଡିଏକୁ ଫେରିଲେ

ପାଟଣା : ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଇସ୍ତପା ଦେଇଛନ୍ତି । ଏବେଠୁ ସେ ବିଜେପି ସହ ମିଶି ସରକାର ଗଠନ କରିବେ । ନୀତିଶ କୁମାର ମହାମେଣ୍ଟରୁ ଅଲଗା ହେବା ପରେ ରାଜଧାନୀ ପାଟଣାରେ ପିଏମ୍ ମୋଦିଙ୍କ ସହ ନୀତିଶଙ୍କ…