Month: January 2024

ଓଡ଼ିଶାର ପ୍ରଜ୍ଞାପନ ମେଢ଼ ମାରିଲା ବାଜି; ପଢ଼ନ୍ତୁ ପୁରା ଖବର

କର୍ତ୍ତବ୍ୟପଥରେ ବାଜି ମାରିଲା ଓଡ଼ିଶା ପ୍ରଜ୍ଞାପନ ମେଢ଼। ଦିଲ୍ଲୀ ଗଣତନ୍ତ୍ର ଦିବସ ପରେଡରେ ସାମିଲ ହୋଇଥିବା ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଥମ ସ୍ଥାନ ହାସଲ କରିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବିଚାରକ ମଣ୍ଡଳୀ…

ପରୀକ୍ଷା ପେ ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା; ପଢନ୍ତୁ ପୁରା ଖବର

ଭୁବନେଶ୍ୱର: ପରୀକ୍ଷା ପୂର୍ବରୁ ଛାତ୍ରଛାତ୍ରୀ ଏବଂ ଅଭିଭାବକଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ‘ପରୀକ୍ଷା-ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ମାଧ୍ୟମରେ ପିଲାମାନଙ୍କ ମନର ଦ୍ୱନ୍ଦ୍ୱ ଦୂର କଲେ। ଏଥିସହ ପିଲାମାନେ କିପରି ଚାପମୁକ୍ତ ହୋଇ ପରୀକ୍ଷା ଦେବେ ସେଥିପାଇଁ ଟିପ୍ସ…

ଦେଶର ୫୬ଟି ରାଜ୍ୟ ସଭା ଆସନ ପାଇଁ ଫେବୃଆରୀ ୨୭ରେ ନିର୍ବାଚନ; ଓଡ଼ିଶାରେ ୩ ଆସନ ପାଇଁ ଭୋଟ

ନୂଆଦିଲ୍ଲୀ: ଓଡ଼ିଶାର ଖାଲି ପଡୁଥିବା ୩ ଆସନ ପାଇଁ ଫେବୃଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ। ଏହି ଦିନ ଦେଶର ୫୬ଟି ଆସନ ପାଇଁ ରାଜ୍ୟସଭା ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନ ଘୋଷଣା କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ,…

ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ସଂଜୀବ ପଣ୍ଡା

ଭୁବନେଶ୍ୱର: କଟକ-ଭୁବନେଶ୍ୱର ଦ୍ୱୈତନଗରୀର ନୂଆ ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ସଂଜୀବ ପଣ୍ଡା । ପୋଲିସ କମିଶନରଙ୍କ କାର୍ଯ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି । ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ୧୯୯୪…

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଘରେ ଇଡି ଟିମ୍

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଘରେ ଇଡି ଟିମ୍। ସୂଚନା ଅନୁଯାୟୀ ହେମନ୍ତ ସୋରେନଙ୍କ ଦିଲ୍ଳୀ ବାସଭବନରେ ଇଡି ଟିମ୍‌। ମନି ଲଣ୍ଡରିଂ ମାମଲାରେ ସୋରେନଙ୍କୁ ଇଡିର ପଚରାଉଚରା।୯ ଥର ସମନ ସତ୍ତ୍ୱେ ଇଡିରେ ହାଜର ହୋଇ ନଥିଲେ ହେମନ୍ତ। ଝାଡ଼ଖଣ୍ଡ…

୯ମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ କୁମାର

ପାଟନା: ବିହାରରେ ଦେଖାଦେଇଥିବା ରାଜନୈତିକ ଅସ୍ଥିରତା ରବିବାର ରୋଚକ ମୋଡ଼ ନେଇଛି। ପୁଣି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଜେଡିୟୁ ଅଧ୍ୟକ୍ଷ ନୀତୀଶ କୁମାର। ରବିବାର ସକାଳେ ମହାମେଣ୍ଟରୁ ଓହରି ପଦରୁ ଇସ୍ତଫା ଦେଇଥିବା ନୀତୀଶ ସନ୍ଧ୍ୟାରେ ଏନଡିଏ ସମର୍ଥନରେ ୯ମ…

ଫେବୃଆରୀରେ ୨ ଥର ଓଡ଼ିଶା ଗସ୍ତରେ ଆସିବେ ମୋଦୀ

ଭୁବନେଶ୍ୱର: ଗୋଟିଏ ସପ୍ତାହ ଭିତରେ ଦୁଇ ଦୁଇ ଥର ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଫେବୃୟାରୀ ୩ ତାରିଖ ପରେ ପୁଣି ଫେବୃୟାରୀ ୧୦ ତାରିଖରେ ଓଡ଼ିଶା ଆସିପାରନ୍ତି ମୋଦୀ । ଭୁବନେଶ୍ୱରରେ ୧୪ ରାଜ୍ୟର ୨୫ ହଜାରରୁ…

ବିହାର ରାଜନୀତିରେ ପଟ୍ଟ ପରିବର୍ତ୍ତନ; ନୀତିଶ କୁମାର ଏନଡିଏକୁ ଫେରିଲେ

ପାଟଣା : ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଇସ୍ତପା ଦେଇଛନ୍ତି । ଏବେଠୁ ସେ ବିଜେପି ସହ ମିଶି ସରକାର ଗଠନ କରିବେ । ନୀତିଶ କୁମାର ମହାମେଣ୍ଟରୁ ଅଲଗା ହେବା ପରେ ରାଜଧାନୀ ପାଟଣାରେ ପିଏମ୍ ମୋଦିଙ୍କ ସହ ନୀତିଶଙ୍କ…

ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ତଥା ରାଜ୍ୟ ସ୍ଵାଧୀନତା ସଂଗ୍ରାମୀ ସଂଗଠନ ର ସଭାପତି ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଶ୍ରୀ ନୀଳମଣି ସାମଲଙ୍କ ୧୦୨ ବର୍ଷ ବୟସରେ ପରଲୋକ ଘଟିଛି…