ସାଂସଦ ଜୁଏଲ ଓରାମଙ୍କ ଗାଡ଼ି ଧକ୍କାରେ ଗଲା ଜୀବନ
କାମାକ୍ଷାନଗର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମଙ୍କ ଗାଡ଼ି ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ପୁରୁଣା ରେକୁଳା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଜଣେ ବାଇକ୍ ଆରେହୀଙ୍କ ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତି ହେଲେ ସର୍ବେଶ୍ବର ଚୌଧୁରୀ…