Month: February 2024

ପୂର୍ବତନ ବିଧାୟକ ନବୀନ ନନ୍ଦ ଏବଂ ଭାଦୋବ ହାଁସଦା ବିଜେପିରେ ହେଲେ ସାମିଲ

ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଢେଙ୍କାନାଳ ଜିଲ୍ଲାର ପୂର୍ବତନ ବିଧାୟକ ତଥା ବିଜେଡି ନେତା ନବୀନ ନନ୍ଦ, ପୂର୍ବତନ ଗଁଦିଆ ବ୍ଲକ ଅଧ୍ୟକ୍ଷ ସନାତନ ସାହୁ, ନାରାୟଣ ସାହୁ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷା ଆର୍ତବନ୍ଧୁ ସାହୁ, ଢେଙ୍କାନାଳ…

ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟଙ୍କୁ ବିରୋଧ

ଖଲ୍ଲିକୋଟ: ସାଧାରଣ ନିର୍ବାଚନ ପାଖେଇ ଆସୁଛି। ସମ୍ନାକୁ ଆସିଛି ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ବିଜେଡିରେ ଗୋଷ୍ଠୀ କଳି। ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟଙ୍କ ବିରୋଧରେ ଅସନ୍ତୁଷ୍ଟ ଓ ନେତା କର୍ମୀମାନେ ଖୋଲାଖୋଲି ବିରୋଧ କରିଛନ୍ତି ଏବଂ ଏହା ସହ ‘ବିଧାୟିକା…

ସରକାରୀ ବିଜ୍ଞାପନରେ ବିଜେଡିର ଦଳୀୟ ଚିହ୍ନ ଶଙ୍ଖ ପ୍ରସଙ୍ଗକୁ ନେଇ ବିଜେପିର ବିରୋଧ

ଭୁବନେଶ୍ୱର: ଓଡ଼ିଶାର ସାଧାରଣ ଜନତାଙ୍କ ଶହ ଶହ କୋଟି ଟଙ୍କା ନବୀନ ସରକାର ନିଜର ରାଜନୈତିକ ଉଦ୍ଦେଶ୍ୟରେ ଖର୍ଚ୍ଚ କରିଛି । “ଆଚରଣ ବିଧି” ଅନୁସାରେ କୌଣସି ରାଜନୈତିକ ଦଳ ନିଜର ଦଳୀୟ ଚିହ୍ନକୁ ସରକାରୀ ବିଜ୍ଞାପନ ଓ କାର୍ଯ୍ୟକ୍ରମରେ ବ୍ୟବହାର…

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପ୍ରମୋଦ କୁମାର ମିଶ୍ରଙ୍କୁ ସମ୍ମାନସୂଚକ ଡକ୍ଟରେଟ ଉପାଧି

ଭୁବନେଶ୍ବର: ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ ତମ ସମାଵର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଛି। ସନ୍ଧ୍ୟା ୫ଟା ୨୫ରେ ଆରମ୍ଭ ହୋଇଥିଲା କାର୍ଯ୍ୟକ୍ରମ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି। କୁଳଧିପତି ତଥା ରାଜ୍ୟପାଳ ରଘୁବର ଦାସ ଏହି…

ଓଡିଶାରୁ ଶାହାଜାହାନ ଶେଖ ସହଯୋଗୀ ଗିରଫ

ଓଡିଶାରୁ ଶାହାଜାହାନ ଶେଖ ସହଯୋଗୀ ଗିରଫ । ରାଉରକେଲାରୁ ଶାହାଜାହାନଙ୍କ ସହଯୋଗୀ ଆମୀର ଅଲ୍ଲୀ ଗିରଫ ହୋଇଛନ୍ତି । ଟିଏମସିରୁ ନିଲମ୍ବିତ ହୋଇଛନ୍ତି ଶାହାଜାହାନ ଶେଖ୍ । ଶାହାଜାହାନକୁ ୬ବର୍ଷ ପାଇଁ ନିଲମ୍ବିତ କରିଛି ଚିଏମସି। ପଶ୍ଚିମବଙ୍ଗର ସନ୍ଦେଶଖାଲି ଯୌନ ଉତ୍ପୀଡନ…

ବଢିଲା ଅଙ୍ଗନବାଡି କର୍ମୀଙ୍କ ଦରମା, ସହାୟିକାଙ୍କୁ ମିଳିବ ଏତିକି ଟଙ୍କା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଅଙ୍ଗନୱାଡି କର୍ମୀ ମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଅଙ୍ଗନବାଡି କର୍ମିଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା…

କେନ୍ଦୁଝରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡିଶା ଗସ୍ତର ଆଜି ଦ୍ୱିତୀୟ ଦିନ । ଆଜି କେନ୍ଦୁଝର ଗସ୍ତରେ ମହାମହିମ। ସକାଳେ ରାଷ୍ଟ୍ରପତି ପ୍ରଥମେ କେନ୍ଦୁଝର ଗସ୍ତରେ ଆସି ଧରଣୀଧର ବିଶ୍ୱବିଦ୍ୟାଳୟର ଜାତୀୟ ସେମିନାରକୁ ଉଦଘାଟନ କରିବା ସହ କଦଳୀବାରୀ ଗାଁର ଆଦିବାସୀ ସମ୍ପ୍ରଦାୟର…

ରତ୍ନଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ କମିଟି ଗଠନ, ଜଷ୍ଟିସ ଅରିଜିତ ପଶାୟତଙ୍କୁ ଅଧ୍ୟକ୍ଷ ଦାୟିତ୍ୱ

ଭୁବନେଶ୍ୱର : ରତ୍ନଭଣ୍ଡାର ଅଳଙ୍କାର ଲିଷ୍ଟ ପାଇଁ କମିଟି ଗଠନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କମିଟି ଗଠନ ନେଇ ଘୋଷଣା କରିଛନ୍ତି । ତେବେ ଏହି କମିଟିରେ ଅଧ୍ୟକ୍ଷଙ୍କ ସମେତ ୧୨ ଜଣ ସଦସ୍ୟ ରହିବେ । ସୁପ୍ରିମକୋର୍ଟର…

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପିରେ ସାମିଲ

ବିଜେପିରେ ମିଶିଲେ ଚିଲିକାର ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଶଙ୍ଖ ଛାଡ଼ି ପଦ୍ମ ଧରିଲେ ପ୍ରଶାନ୍ତ ଜଗଦ୍ଦେବ । ୨୦୧୯ରେ ଯଦିଓ ସେ ବିଜେଡି ଟିକେଟରୁ ନିର୍ବାଚିତ ହୋଇଥିଲେ । ବିଭିନ୍ନ ଘଟଣା କ୍ରମ ପାଇଁ ବିବାଦୀୟ ହେବା ପରେ ତାଙ୍କୁ…

ମାର୍ଚ୍ଚ ୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ମାର୍ଚ୍ଚ ୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ପ୍ରଥମେ ସେ ପୁରୀ ଯାଇ ଜଗନ୍ନାଥ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ପରେ ଚଣ୍ଡିଖୋଲରେ ସାଧାରଣ ସଭାକୁ ସମ୍ବୋଧନ କରିବେ । ସୂଚନା ଥାଉକି, ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଫେବ୍ରୁଆରୀ…