Day: 3 February 2024

ଓଡ଼ିଶା ପାଇଁ ମୋଦିଙ୍କ ଗ୍ୟାରେଣ୍ଟି; ଓଡ଼ିଶାର ବିକାଶ ପାଇଁ ପ୍ରତିଶ୍ରୁତି ଦେଲେ

ସମ୍ବଲପୁର: ସମ୍ବଲପୁର ରେମେଡ୍‌ ସଭାରେ ଆଜି ମୋଦୀ ଜନସାଧାରଣଙ୍କୁ ଭରୋଷା ଦେଇ କହିଛନ୍ତି ଯେ ଯାହାର କେହି ନାହାନ୍ତି ତାର ମୋଦୀ ଅଛନ୍ତି। ଖାଲି ଏତିକି ଯେ ତାହାନୁହେଁ ମୋଦି ଆହୁରି କହିଛନ୍ତି, ଆମ ସରକାର ଓଡ଼ିଶାର ବିକାଶ ପାଇଁ ଅହରହ…

IIM ନୂଆ କ୍ୟାମ୍ପସ ସହ ୧୮ଟି ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ମୋଦୀ

ସମ୍ବଲପୁର: ସମ୍ବଲପୁର IIM କ୍ୟାମ୍ପସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପହଞ୍ଚିବା ପରେ ବିଧିବଦ୍ଧ ଭାବେ ନୂଆ କ୍ୟାମ୍ପସର ଲୋକାର୍ପଣ କରିଛନ୍ତି । ଏଥି ସହିତ ଅନ୍ୟ ୧୮ଟି ପ୍ରକଳ୍ପର ମଧ୍ୟ ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ସମ୍ବଲପୁରରେ ପ୍ରଧାନମନ୍ତ୍ରୀ ମୋଦୀ; IIMର ନୂଆ କ୍ୟାମ୍ପସର କଲେ ଉଦ୍‌ଘାଟନ

ସମ୍ବଲପୁର: ଦିନିକିଆ ସମ୍ବଲପୁର ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି IIMର ନୂଆ କ୍ୟାମ୍ପସର ବିଧିବଦ୍ଧ ଭାବେ ଉଦ୍‌ଘାଟନ କରିଛନ୍ତି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ପ୍ରଥମେ ସେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଥିଲେ। ସେଠାରେ ମୋଦିଙ୍କ ବିମାନ ଅବତରଣ…

ବଞ୍ଚିଛନ୍ତି ଅଭିନେତ୍ରୀ ପୁନମ ପାଣ୍ଡେ; ଇନଷ୍ଟାଗ୍ରାମରେ ଜାରି କଲେ ଭିଡିଓ

ନୂଆଦିଲ୍ଲୀ: ବଲିଉଡ ଇଣ୍ଡଷ୍ଟ୍ରିରେ ଗ୍ଲାମର ଓ ବୋଲ୍ଡ ଅନ୍ଦାଜ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ପୁନମ୍ ପାଣ୍ଡେ ଜୀବିତ। ସେ ଜୀବିତ ଥିବା ନେଇ ଇନଷ୍ଟାଗ୍ରାମରେ ଭିଡିଓ ଜାରି କରିଛନ୍ତି। ସର୍ଭିକାଲ କ୍ୟାନ୍‌ସର ସଚେତନତା ପାଇଁ ଏପରି କରିଥିବା ସେ କହିଛନ୍ତି।…

ଆରମ୍ଭ ହେଲା ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ; ସମ୍ମାନିତ ହେଲେ ଡକ୍ଟର ଦେବୀ ପ୍ରସନ୍ନ ପଟ୍ଟନାୟକ

ଉଦଘାଟିତ ହେଇଛି ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ । ଜନତା ମୈଦାନରେ ଏହାର ଉଦଘାଟନ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମେ ଓଡିଆ, ଓଡିଆ ଆମ ଭାଷା, ଆମ ପରିଚୟ ।…

ଭାରତରତ୍ନରେ ସମ୍ମାନିତ ହେବେ ଭେଟେରାନ ବିଜେପି ନେତା ଏଲ କେ ଆଡଭାନୀ

ନୂଆଦିଲ୍ଲୀ: ସାମ୍ନାକୁ ଆସିଛି ଏକ ଖୁସି ଖବର। ପୁରା ଦେଶବାସୀଙ୍କୁ ଟୁଇଟ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଖୁସି ଖବର ଦେଇଛନ୍ତି। ସେ ତାଙ୍କ ସୋସିଆଲ ମିଡ଼ିଆରେ ଲେଖିଛନ୍ତି ଯେ ଶ୍ରୀ ଏଲ.କେ ଆଡଭାନୀ ଜୀଙ୍କୁ ଭାରତ ରତ୍ନ ପ୍ରଦାନ…

ଆଜି ସମ୍ବଲପୁର ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଆଜି ସମ୍ବଲପୁରରେ ହେବ ମୋଦି-ନବୀନ ଭେଟ । ସମ୍ବଲପୁରରେ ଉଦଘାଟନୀ କାର୍ଯ୍ୟକ୍ରମରେ ଉଭୟ ନେତା ଉପସ୍ଥିତ ରହିବେ । ତେବେ ସାଧାରଣ ନିର୍ବାଚନ ପୂର୍ବରୁ ସମ୍ବଲପୁରରେ ଗୋଟିଏ ମଞ୍ଚରେ ପିଏମ୍-ସିଏମ୍ ଉପସ୍ଥିତି ଏବଂ ସମ୍ଭାବ୍ୟ ଭେଟଘାଟକୁ ନେଇ ରାଜନୈତିକ ମହଲରେ ଏବେ…