Day: 10 February 2024

ଭୁବନେଶ୍ବରରେ ପହଞ୍ଚିଲା ଖଲ୍ଲିକୋଟ ରାଣୀଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର: ଖଲ୍ଲିକୋଟ ରାଜ ପରିବାରର ଶେଷ ଦାୟାଦ ରାଣୀସାହେବା ତଥା ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାର ଦେଓଙ୍କ ପାର୍ଥିବ ଶରୀର ଆଜି ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଛି। ଚେନ୍ନାଇରୁ ସ୍ବତନ୍ତ୍ର ବିମାନ ଯୋଗେ ତାଙ୍କର ପାର୍ଥିବ ଶରୀର ଭୁବନେଶ୍ୱର ଆସିବା ପରେ ବିଜେଡି…

ଅର୍ଥନୀତି ଶ୍ୱେତପତ୍ର – ‘ଉପା ସରକାର’ ବନାମ ‘ମୋଦି ସରକାର’

ଭୁବନେଶ୍ୱର: ଆଜି ଭାରତ ପଂଚମ ନିକୃଷ୍ଟ ଅର୍ଥନୀତିର କଳଙ୍କରୁ ମୁକ୍ତି ପାଇ ସର୍ବୋତମ ପଂଚମ ଅର୍ଥନୀତିର ମର୍ଯ୍ୟାଦାପ୍ରାପ୍ତ ହୋଇଛି । ନିଜ ବଜେଟ୍ ଅଭିଭାଷଣ ପ୍ରତିଶ୍ରୁତି ମୁତାବକ ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଗତ ୮ତାରିଖ ଦିନ ଉଭୟ ଉପା ସରକାର…

ସ୍ବତନ୍ତ୍ର ଉନ୍ନୟନ ପରିଷଦ ମାଧ୍ୟମରେ ଜନଜାତି ଲୋକଙ୍କ ଭାଗିଦାରୀକୁ ନେଇ ମହା ସମାବେଶ

ଭୁବନେଶ୍ୱର: ସମଗ୍ର ରାଜ୍ୟରେ ଆଦିବାସୀ ସମ୍ପ୍ରଦାୟର ସାମଗ୍ରିକ ବିକାଶରେ ଜନସାଧାରଣଙ୍କ ଅଂଶଗ୍ରହଣକୁ ପାଳନ କରି, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦର ହିତାଧିକାରୀଙ୍କ ଏକ…

କଟକ ନରାଜରେ JSW ତିଆରି କରିବ EV, ସ୍ବାକ୍ଷର ହେଲା MoU

ଭୁବନେଶ୍ବର: ଓଡ଼ିଶାରେ ଇଭି ଓ ବ୍ଯାଟେରୀ ପ୍ରସ୍ତୁତ କରିବ ଜେଏସଡବ୍ଲୁ । ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏଥିପାଇଁ ଆଜି ଜେଏସଡବ୍ଲୁ ଓ ରାଜ୍ଯ ସରକାରଙ୍କ ମଧ୍ଯରେ ଏମଓୟୁ ସ୍ବାକ୍ଷରିତ ହୋଇଛି । ଦେଶରେ ଅଟୋମୋବାଇଲ ଶିଳ୍ପରେ ପ୍ରଥମ ଥର ପାଇଁ…

ମଧୁବାବୁ ପେନସନ ଯୋଜନାରେ ୫୦୦ ଟଙ୍କା ବୃଦ୍ଧି

ଭୁବନେଶ୍ୱର: ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସିର ଖବର। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାରେ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏଣିକି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି…

ଗୋଲ୍ଡେନ ଲ୍ୟାଣ୍ଡ ଚିଟଫଣ୍ଡ ଘୋଟାଲାରେ ED ରେଡ୍; ବିପୁଳ ଟଙ୍କା ଜବତ, ତଦନ୍ତ ଜାରି

ଓଡ଼ିଶା, ପଞ୍ଜାବ, ଚଣ୍ଡିଗଡ ର ୧୯ଟି ସ୍ଥାନରେ ED ଗୋଲ୍ଡେନ ଲ୍ୟାଣ୍ଡ ଡେ ଭେଲପରସ ଉପରେ ଗତ ୮ ତାରିଖ ରେ ରେଡ କରିଥିଲା। CBI ର FIR ଆଧାରରେ ED ରେଡ କରିଥିଲା। ଏହି କମ୍ପାନୀ ଅନେକ ବେଆଇନ ରିଅଲ…

କଂଗ୍ରେସରେ ମିଶିଲେ ଅଭିନେତା ମନୋଜ ମିଶ୍ର

ଭୁବନେଶ୍ୱର: କଂଗ୍ରେସରେ ମିଶିଲେ ଅଭିନେତା ମନୋଜ ମିଶ୍ର । ପିସିସି ସଭାପତି ଓ କଂଗ୍ରେସ ପ୍ରଭାରୀଙ୍କ ଉପସ୍ଥିତିରେ କଂଗ୍ରେସ ଭବନରେ ହାତ ଧରିଲେ ମନୋଜ । ପଶ୍ଚିମ ଓଡ଼ିଶାରେ କଂଗ୍ରେସର ଟାଣୁଆ ନେତା ନରସିଂହ ମିଶ୍ରଙ୍କ ଉପସ୍ଥିତିରେ କଂଗ୍ରେସରେ ସାମିଲ ହୋଇଛନ୍ତି…

ଢେଙ୍କାନାଳ ଇଟାଭାଟିରେ ୪ ଶ୍ରମିକଙ୍କ ମୃତ୍ୟୁ

ଢେଙ୍କାନାଳ: ଇଟାଭାଟିରେ ଶ୍ଵାସରୁଦ୍ଧ ହୋଇ ୪ ଜଣଙ୍କ ମୃତ୍ୟୁ । ଢେଙ୍କାନାଳ ଜିଲ୍ଲା କଣ୍ଟାବଣିଆ ଥାନା ଅନ୍ତର୍ଗତ କମଳଙ୍ଗ ଗାଁ ନିକଟରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଘଟଣାସ୍ଥଳରେ କଣ୍ଟାବଣିଆ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।…

ପରଲୋକରେ ଖଲ୍ଲିକୋଟ ରାଣୀ ସୁଜ୍ଞାନ କୁମାରୀ ଦେଓ

ଭୁବନେଶ୍ୱର: ପରଲୋକରେ ଭି. ସୁଜ୍ଞାନ କୁମାରୀ ଦେଓ । ଚେନ୍ନାଇ ସ୍ଥିତ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଛନ୍ତି ଭି. ସୁଜ୍ଞାନ କୁମାରୀ ଦେଓ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଓ କବିସୂର୍ଯ୍ୟନଗରରୁ ୧୦ ଥର ବିଧାୟକ ଭାବେ ହୋଇଥିଲେ ନିର୍ବାଚିତ…