Day: 11 February 2024

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; କେନ୍ଦୁପତ୍ର ତୋଳାଳୀଙ୍କୁ ୫୦ ପ୍ରତିଶତ ବୋନସ୍‌

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦୁ ପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ କେତେକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ଅନୁଯାୟୀ କେନ୍ଦୁ ପତ୍ର ତୋଳାଳୀମାନଙ୍କୁ ଚଳିତ ଫସଲ ଋତୁ ପାଇଁ ୫୦…

ଗଣମାଧ୍ୟମର କଣ୍ଠରୋଧ କରିବା ମୁଖ୍ୟମନ୍ତ୍ରୀଙ୍କ ଧାରାବାହିକ ଅଭ୍ୟାସ: ଓଡ଼ିଶା ବିଜେପି

ଭୁବନେଶ୍ୱର: ଓଡ଼ିଶାରେ ଚତୁର୍ଥସ୍ତମ୍ଭ ଉପରେ ବାରମ୍ବାର ଆକ୍ରମଣ ହୋଇଚାଲିଛି । ପ୍ରତିଦିନ କେଉଁଠି ନା କେଉଁଠି ସାମ୍ବାଦିକମାନଙ୍କୁ ଆକ୍ରମଣ ଘଟଣା ଖବରକାଗଜ ଶିରୋନାମାରେ ରହୁଛି । ଖୋଦ୍ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସାମ୍ବାଦିକମାନଙ୍କୁ ଆକ୍ରମଣ କରାଯାଉଛି । ଏହା ପରେ ବି ଗୃହ…

ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ନବରଙ୍ଗପୁର : ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ । ଉମରକୋଟ ନିକଟ ଦର୍ଗାଗୁଡ଼ା ଠାରେ ଗାଡ଼ି ଦୁର୍ଘଟଣାର ସମ୍ମୁଖୀନ ହୋଇଛି । ଦିଲ୍ଲୀରୁ ଫେରୁଥିବା ବେଳେ ବିଳମ୍ବିତ ରାତିରେ ଚକା ଫାଟି ଯିବା ଯୋଗୁଁ ଗାଡି ଭାରସାମ୍ୟ…

ବରିଷ୍ଠ ସାହିତ୍ୟିକ ସାତକଡ଼ି ହୋତାଙ୍କ ପରଲୋକ

ଭୁବନେଶ୍ବର: ବରିଷ୍ଠ ସାହିତ୍ୟିକ ସାତକଡ଼ି ହୋତାଙ୍କ ପରଲୋକ ଘଟିଛି। ଭୁବନେଶ୍ବରରେ ତାଙ୍କର ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି ଥିଲେ ସାତକଡ଼ି ହୋତା। ସେ ଶେଷ ସମୟ ପର୍ଯ୍ୟନ୍ତ…

ରାଜଧାନୀ ଅସୁରକ୍ଷିତ; ସାମ୍ବାଦିକଙ୍କୁ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ବିଳମ୍ବିତ ରାତିରେ ରାଜଧାନୀରେ ଦୁର୍ବୃତ୍ତଙ୍କ ଆତଙ୍କରାଜ । ବଡ଼ ଖବରର ରିପୋର୍ଟର ଜ୍ୟୋତିରଞ୍ଜନ ମହାପାତ୍ରଙ୍କୁ ଗୋଡାଇ ଗୋଡାଇ ଖଣ୍ଡାରେ ହାଣିଛନ୍ତି ୪ ଯୁବକ । ତାଙ୍କ ମୁଣ୍ଡ ଓ ହାତରେ ଗଭୀର ଆଘାତ ଲାଗିଛି । ଗତକାଲି ରାତି ୧୨ ଟାରେ…