Day: 16 February 2024

ଓଡିଶାର ମିଛୁଆ ରାଧୁଆ ମାନଙ୍କୁ ନିର୍ବାଚନରେ ଲୋକେ ଏଥର ଜବାବ ଦେବେ- ଅନିଲ ବିଶ୍ୱାଳ

ଭୁବନେଶ୍ୱର: – ଆଜିର କ୍ୟାବିନେଟରେ ହୋଇଥିବା ଘୋଷଣାକୁ ବିଜେପି ପକ୍ଷରୁ ସମାଲୋଚନା କରାଯିବା ସହ ବିଭିନ୍ନ ନିଷ୍ପତ୍ତି ଉପରେ ପ୍ରଶ୍ନ କରାଯାଇଛି । ୨୦୨୪ ନିର୍ବାଚନକୁ ମୁଖ୍ୟମନ୍ତ୍ରୀ ଓ ତାଙ୍କ ଦଳ ବିଜୁ ଜନତା ଦଳ ଡରି ଯାଇଛି ଓ ସାରା…

ରାଜ୍ୟ କ୍ୟାବିନେଟ୍‌ରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ମିଶନ ଶକ୍ତି ସଦସ୍ୟଙ୍କୁ ୟୁନିଫର୍ମ ପାଇଁ ମିଳିବ ୧୦୦୦ ଟଙ୍କା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ୧୨ ପ୍ରସ୍ତାବ ଉପରେ ମୋହର ବାଜିଛି। କ୍ୟାବିନେଟ୍‌ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ ରାଜ୍ୟର ପ୍ରତି ସ୍ବୟଂ ସହାୟକ ଗୋଷ୍ଠୀ…

ବିଜେଡିରେ ଯୋଗଦେଲେ କଂଗ୍ରେସର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି

ଭୁବନେଶ୍ବର: ଆଜି ଶଙ୍ଖ ଭବନରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଆଜି ବିଜେଡ଼ିରେ ବିଧିବଦ୍ଧ ଭାବେ କଂଗ୍ରେସର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି ବିଜେଡିରେ ଯୋଗ ଦେଇଛନ୍ତି। ଏହି ଅବସରରେ ଶତାଧିକ କର୍ମୀଙ୍କ ସହ ବିଜେଡିରେ ଯୋଗଦେଇଛନ୍ତି ଅଂଶୁମାନ ମହାନ୍ତି। ରାଜନଗରର…

ଇଡି ରେଡ଼୍ : ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅଙ୍କ ଠାରୁ ଟଙ୍କା ଓ କାର ଜବତ

ଭୁବନେଶ୍ବର: ବରିଷ୍ଠ ବିଜେଡି ନେତା, ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନ ଭଦ୍ରକ ଭଣ୍ଡାରିପୋଖରୀ ନିର୍ବାଚନମଣ୍ଡଳୀର ବିଧାୟକ ଥିବା ପ୍ରଫୁଲ୍ଲ ସାମଲଙ୍କ ଘର ସମେତ ଗତକାଲି ୬ଟି ସ୍ଥାନରେ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଚଢ଼ଉ କରିଥିଲା। ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ତାଙ୍କ ପୁଅ…

ନାବାଳିକାଙ୍କ ସହ ଗଣଦୁଷ୍କର୍ମ; ଏସସିବି ହସ୍ପିଟାଲରେ ଭର୍ତ୍ତି

କଟକ: ଆଜି କଟକ ମଧୁପାଟଣା ଅଞ୍ଚଳରେ ଜଣେ ନାବାଳିକାକୁ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଖବର ଅନୁଯାୟୀ ଆଜି ମଧୁପାଟଣାସ୍ଥିତ ତାଙ୍କ ଘରୁ ପାପରାହଡ ଯାଉଥିବା ବେଳେ ତାଙ୍କୁ ଅପହରଣ କରାଯାଇଥିଲା। ମଧୁପାଟଣା ପୋଲିସ ଷ୍ଟେସନରେ ଅଭିଯୋଗ ଦାଖଲ କରାଯାଇଥିଲା ଯାହା…

କୋଟିପତି RTO ଗିରଫ; ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ବନ୍ଧା ହେଲେ

ବୌଦ୍ଧ : ଶେଷରେ ଜେଲ୍ ଗଲେ ବୌଦ୍ଧ ଆରଟିଓ ବସନ୍ତ କୁମାର ମହାପାତ୍ର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ କରିଛି ଭିଜିଲାନ୍ସ । ଆରଟିଓ ବସନ୍ତ କୁମାର ମହାପାତ୍ର ଠୁଳ କରିଛନ୍ତି କୋଟି କୋଟି ଟଙ୍କାର ସମ୍ପତ୍ତି…

ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ: କପି ରୋକିବାକୁ ହୋଇଛି ଏପରି ବ୍ୟବସ୍ଥା

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଯୁକ୍ତଦୁଇ ପରୀକ୍ଷା । ଏହା ମାର୍ଚ୍ଚ ୨୦ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ । କଳା, ବାଣିଜ୍ୟ ଓ ବିଜ୍ଞାନ ସହ ଧନ୍ଦାମୂଳକ ପାଠ୍ୟକ୍ରମରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେବେ…

କୃଷକ ସଙ୍ଗଠନର ଭାରତ ବନ୍ଦ; ଓଡ଼ିଶାରେ ପଡିଛି ଆଂଶିକ ପ୍ରଭାବ

ଏମଏସପିରେ ଗ୍ୟାରେଣ୍ଟି ଦାବି, ବେକାରୀ ସମସ୍ୟା ଓ କେନ୍ଦ୍ର ସରକାରଙ୍କ ନୀତିକୁ ବିରୋଧ । ସାରା ଭାରତରେ ପୂର୍ବ ଘୋଷଣା ଅନୁଯାୟୀ ଚାଷୀ ଭାରତ ବନ୍ଦ ପାଳନ କରୁଛନ୍ତି । ଦେଶର ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଭାରତ ବନ୍ଦ ପାଳନ…